ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ…
ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ…
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି…
ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫…
ମସ୍କାଟ୍/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ ପାକିସ୍ତାନୀମାନଙ୍କୁ…
ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ ନାହିଁ।…
ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୯ା୧୨(ସିଏନ୍ଏନ୍/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍ସ୍ପନ୍ଦନ ସେତିକି ବଢ଼ିବାରେ ଲାଗିଛି।…
ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ…
ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା ବେଳେ…