ଜାତୀୟ

ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ: ଅନେକ ଷ୍ଟାଲୱାର୍ଟଙ୍କ ନାମ ସାମିଲ

ନୂଆଦିଲ୍ଲୀ,୧୩।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ନିତିନ…

2 years ago

ସମଗ୍ର ଦେଶବାସୀ ମୋ ପରିବାର: ମୋଦି

ନୂଆଦିଲ୍ଲୀ,୧୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ସାମାଜିକ ଉନ୍ନତି ଏବଂ ନିଯୁକ୍ତି ଭିତ୍ତିକ ଜନ କଲ୍ୟାଣ (ପିଏମ୍‌-ସୁରଜ) ଜାତୀୟ ପୋର୍ଟାଲ ଲଞ୍ଚ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ…

2 years ago

ସିଏଏ ଦେଶ ପାଇଁ ବହୁତ ଖରାପ, ପାକିସ୍ତାନୀଙ୍କ ଉପରେ ଖର୍ଚ୍ଚ ହେବ ଟଙ୍କା: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ବନ୍ଧରେ ବଡ଼ ବୟାନ ଦେଇଛନ୍ତି। କେଜ୍‌ରିୱାଲ କହିଛନ୍ତି ଯେ ସରକାରଙ୍କ ପାଖରେ ଭାରତର ଲୋକଙ୍କ ପାଇଁ…

2 years ago

ୟୁସିସିକୁ ମିଳିଲା ରାଷ୍ଟ୍ରପତି ମଞ୍ଜୁରୀ: ଖୁସିରେ ଗଦ୍‌ଗଦ୍‌ ହେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଉତ୍ତରାଖଣ୍ଡର ନାଗରିକତ୍ୱ ସଂଶୋଧନ ଆଇନ (ୟୁସିସି) ବିଲ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିଛି। ଏବେ ଏହା ଆଇନରେ ପରିଣତ ହୋଇଛି। ୟୁସିସି ବିଲରେ ରାଷ୍ଟ୍ରପତିଙ୍କ ଅନୁମୋଦନ…

2 years ago

୫ ବର୍ଷରେ କିଣା ଯାଇଛି ୨୨,୨୧୭ ନିର୍ବାଚନୀ ବଣ୍ଡ, ବ୍ୟବହାର ହୋଇଛି ୨୨,୦୩୦

ନୂଆଦିଲ୍ଲୀ,୧୩।୩: ନିର୍ବାଚନ ବଣ୍ଡ ମାମଲାରେ ସୁପ୍ରିମକୋର୍ଟଙ୍କ ତାଗିଦ ପରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର ଏକ ଆଫିଡେଭିଟ୍ ଦାଖଲ କରି ସୂଚନା ଦେଇଛି ଯେ…

2 years ago

ଶକ୍ତି ପରୀକ୍ଷାରେ ପାସ୍‌ ହେଲେ ସୈନି ସରକାର

ଚଣ୍ଡିଗଡ,୧୩।୩: ହରିୟାଣାର ନୟାବ ସିଂ ସାଇନି ସରକାର ଗୃହରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ବୁଧବାର ଉପସ୍ଥାପିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଧ୍ୱନିମତ ଦ୍ୱାରା ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ…

2 years ago

ମୋଦି ସରକାରଙ୍କ ଉପରେ ବର୍ଷିଲା ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୩।୩: ମିଳିତ ଜାତିସଂଘ (ଜାତିସଂଘ) ଏବଂ ଆମେରିକା ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମିଳିତ ଜାତିସଂଘ ସିଏଏକୁ ଭେଦଭାବକାରୀ ବୋଲି ବର୍ଣ୍ଣନା…

2 years ago

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମେଟ୍ରୋର ଦୁଇଟି ନୂତନ କରିଡରକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏଥିପାଇଁ ୮୪୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କେନ୍ଦ୍ର ସରକାର କ୍ୟାବିନେଟର ବୈଠକ…

2 years ago

୩୩ ବର୍ଷ ପୁରୁଣା ମାମଲାରେ ମୁଖତାର୍‌ ଅନସାରୀଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ,୧୩।୩: ମାଫିଆ ମୁଖତାର୍‌ ଅନସାରୀଙ୍କୁ ୩୩ ବର୍ଷ ୩ ମାସ ୯ ଦିନ ପୁରୁଣା ଗାଜିପୁର ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ବୁଧବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ…

2 years ago

କଂଗ୍ରେସକୁ ଲାଗିବ ୧୦୫ କୋଟିର ଝଟ୍‌କା

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ହାଇକୋର୍ଟ ବୁଧବାର ୧୦୫ କୋଟି ଟଙ୍କାର ବକେୟା ଟିକସ ପୁନରୁଦ୍ଧାର ପାଇଁ ଆୟକର ନୋଟିସରେ ରହିବାକୁ ଦଳର ଆବେଦନକୁ ପ୍ରତ୍ୟାଖ୍ୟାନ କରି କଂଗ୍ରେସକୁ ଏକ…

2 years ago