ଜାତୀୟ

ପ୍ରାଣ ପ୍ରତିଷ୍ଠା ଉତ୍ସବରେ କାହିଁକି ଯୋଗ ଦେବେନି ଲାଲକୃଷ୍ଣ ଆଡଭାଣୀ, ଏହା ହେଉଛି କାରଣ…

ଅଯୋଧ୍ୟା,୨୨।୧ : ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାଣୀ ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବେ ନାହିଁ। ସୂତ୍ରରୁ ପ୍ରକାଶ , ସେ…

2 years ago

ଅମରାବତୀରୁ ୫୦୦ କିଲୋଗ୍ରାମ “କୁଙ୍କୁମ” ସହିତ ଅନ୍ୟ ସ୍ଥାନରୁ ରାମ ମନ୍ଦିରରେ ପହଞ୍ଚିଲା ଏସବୁ…

ଅଯୋଧ୍ୟା,୨୨।୧ : ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ କନ୍ନୌଜରୁ ସ୍ବତନ୍ତ୍ର ସୁଗନ୍ଧିତ ଅତର, ଅମରାବତୀରୁ ୫୦୦ କିଲୋଗ୍ରାମ "କୁଙ୍କୁମ", ଦିଲ୍ଲୀର ରାମ ମନ୍ଦିରରୁ…

2 years ago

ଅଯୋଧ୍ୟାରେ ବହୁ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ସହର ଉପରେ ୧୦,୭୧୫ ଏଆଇ କ୍ୟାମେରା ନଜର…

ଅଯୋଧ୍ୟା,୨୨।୧ : ଅଯୋଧ୍ୟାରେ ବହୁ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୧୦,୭୧୫ ଏଆଇ ଆଧାରିତ କ୍ୟାମେରା ସହର ଉପରେ ନଜର ରଖିଛି। ଏନଏସଜିର ଦୁଇଟି ସ୍ନାଇପର ଦଳ…

2 years ago

ରାମମନ୍ଦିର ପ୍ରାଣପ୍ରତିଷ୍ଠା: ପଞ୍ଚମ ୧୨୧ ଆଚାର୍ଯ୍ୟଙ୍କ ପୂଜାର୍ଚ୍ଚନା

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ପୂର୍ବରୁ ଗତ ୧୬ ତାରିଖରୁ ମନ୍ଦିରରେ ବିଭିନ୍ନ ରୀତିନୀତି ଜାରି ରହିଛି। ପଞ୍ଚମ ଦିନରେ ଅନୂ୍ୟନ ୧୨୧ ଆଚାର୍ଯ୍ୟ ବିଭିନ୍ନ…

2 years ago

୬ ରାମମନ୍ଦିରରେ ହୋଇଥାଏ ଭକ୍ତଙ୍କ ସମାଗମ

ନୂଆଦିଲ୍ଲୀ, ୨୨।୧: ଭଗବାନ ରାମଙ୍କ ଜନ୍ମଭୂମି କୁହାଯାଉଥିବା ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ସହ ବହୁ ଆଡ଼ମ୍ବର ସହକାରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି। ଏଥିପାଇଁ…

2 years ago

୮୪ ସେକେଣ୍ଡର ଅଭିଜିତ ମୂହୁର୍ତ୍ତକୁ ଅପେକ୍ଷା…

ଅଯୋଧ୍ୟା ,୨୨।୧ : ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଶୁଭ ମୂହୁର୍ତ୍ତକୁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହିତ ଅପେକ୍ଷା କରିଛନ୍ତି। ପ୍ରାଣ ପ୍ରତିଷ୍ଠା ପାଇଁ ୮୪…

2 years ago

ଅଯୋଧ୍ୟାରେ ସୁଦର୍ଶନଙ୍କ ନୂଆ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ, ୨୨।୧: ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ରବିବାର ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଯୋଧ୍ୟାର…

2 years ago

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା…

2 years ago

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି

ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ…

2 years ago

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ…

2 years ago