ଜାତୀୟ

Bihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପ

ପାଟନା,୨୬।୧: ବିହାର ରାଜନୀତିରେ ହାଇଡ୍ରାମାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ନୀତୀଶ କୁମାର ଏନ୍‌ଡିଏ ସହ ଡିଲ୍‌ କରିବାକୁ ପ୍ରସ୍ତୁତ ଥିବା…

3 years ago

ନୀତୀଶ-ତେଜସ୍ବୀଙ୍କ ମଝିରେ ପଡ଼ିଥିବା ଖାଲି ଚୌକି କହୁଛିି ମେଣ୍ଟ ଭାଙ୍ଗିବାର କାହାଣୀ

ପାଟନା,୨୬।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜର ପଲଟୁରାମ ରାଜନୀତିକୁ ନେଇ ପୁଣିଥରେ ଚର୍ଚ୍ଚାରେ। ସେ ପୁଣିଥରେ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡି ହାତ ଛାଡ଼ି ଭାଜପା…

3 years ago

ମୋଦି, ମାକ୍ରୋନଙ୍କ କଥାବାର୍ତ୍ତାରେ ଅନେକେ ସହଭାଗିତାର ରାସ୍ତା ସଫା, ଡିଫେନ୍ସ, ସ୍ପେସ, ଏଆଇ ପର୍ଯ୍ୟନ୍ତ ବଡ ଡିଲ

ନୂଆଦିଲ୍ଲୀ,୨୬।୧: ଜୟପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସାକ୍ଷାତ ପରେ ଭାରତ ଏବଂ ଫ୍ରାନ୍ସ ଏକ ପ୍ରତିରକ୍ଷା ଶିଳ୍ପ ଭାଗିଦାରୀ (ଭାରତ-ଫ୍ରାନ୍ସ…

3 years ago

କଂଗ୍ରେସ ପାଇଁ ବଢିଲା ଅଡୁଆ: ପଶ୍ଚିମବଙ୍ଗର ସିରୁଗୁଡିରେ ରାହୁଲଙ୍କ ରାଲିକୁ ମନା

ସିରୁଗୁଡି,୨୬।୧: ୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଗଢି ଉଠିଥିଲା ବିରୋଧୀ ମିଳିତ ମେଣ୍ଟ ଇଣ୍ଡିଆ। ହେଲେ ଆସନ ବୁଝାମଣାକୁ ନେଇ ଛକାପଞ୍ଚା ଲାଗିବା ପରେ ଦେଶର ସବୁଠାରୁ…

3 years ago

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ କୁମାର, ଶନିବାର ପାଟନାରେ ଭାଜପାର ବୈଠକ

ପାଟନା,୨୬।୧: ପୁଣିଥରେ ବିହାରରେ ପ୍ରମୁଖ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶାସନ ପରିବର୍ତ୍ତନ ପାଇଁ ଆନ୍ଦୋଳନ ତୀବ୍ର ହୋଇଛି। ଏହି ସମୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟପାଳଙ୍କୁ…

3 years ago

ପଦ୍ମ ପୁରସ୍କାର ୨୦୨୪: ୪୦ ଓବିସି, ୯ ଖ୍ରୀଷ୍ଟିଆନ, ୮ ମୁସଲମାନ……ଏଥର ସବୁଠାରୁ ଅଧିକ ବ୍ୟକ୍ତିଙ୍କୁ ମିଳିଛି ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୬।୧: ପଦ୍ମ ପୁରସ୍କାରରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିତ୍ୱଙ୍କ ନାମ ଗଣତନ୍ତ୍ର ଦିବସ ୨୦୨୪ପୂର୍ବରୁ ଘୋଷଣା କରାଯାଇଥିଲା। ଏଥର ପ୍ରଥମ ଥର ପାଇଁ ୧୩୨ ଜଣଙ୍କୁ ପଦ୍ମ…

3 years ago

ଶେଷ ହେବ କି ନୀତୀଶଙ୍କ କ୍ୟାରିୟର? ନମ୍ବର ଗେମ ପଡିପାରେ ଭାରି

ପାଟନା,୨୬।୧: ବିହାରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଣମାଧ୍ୟମ ରିପୋର୍ଟ…

3 years ago

୮ ଲକ୍ଷ ପର୍ଯ୍ୟନ୍ତ ଦରମା ହେବ ଟ୍ୟାକ୍ସ ଫ୍ରି, ଫାଇଲ ପ୍ରସ୍ତୁତ

ନୂଆଦିଲ୍ଲୀ, ୨୬।୧: ଦେଶର ସାଧାରଣ ବଜେଟ୍‌ର ଉପସ୍ଥାପନା ପାଇଁ ମାତ୍ର ୫ଦିନ ବାକି ଅଛି। ଏହାର ଅର୍ଥ ହେଉଛି ଦେଶର ମଧ୍ୟବର୍ତ୍ତୀ ବଜେଟ ୧ ଫେବୃଆରୀ ୨୦୨୪ରେ…

3 years ago

ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପଗଡି

ନୂଆଦିଲ୍ଲୀ,୨୬।୧: ଦେଶର ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଗଡି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସମସ୍ତଙ୍କ ଆଖି ପ୍ରଧାନମନ୍ତ୍ରୀ ମୋଦିଙ୍କ…

3 years ago

କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ଦେଖିଲା ବିଶ୍ୱ, ଗର୍ଜିଲା ରାଫାଲ, ପ୍ରଜ୍ଞାପନ ମେଢ଼ରେ ଚନ୍ଦ୍ରୟାନ-୩ର ଝଲକ

ନୂଆଦିଲ୍ଲୀ,୨୬।୧: ଶୁକ୍ରବାର ସମଗ୍ର ଦେଶ ୭୫ ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ…

3 years ago