ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ…
ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି…
ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ ଆର୍ଥତ୍କ…
ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ ଘର…
ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍ କଭର ଚୋରି ହୋଇଥିବା…
ତିରୁଭାନନ୍ତପୁରମ,୧୩।୧୨: କେରଳର ନଗର ନିଗମ ନିର୍ବାଚନରେ ତିରୁଭାନନ୍ତପୁରମ ନଗର ନିଗମରେ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ଐତିହାସିକ ବିଜୟ ହାସଲ କରିଛି। ଚାରି ଦଶନ୍ଧି ଧରି…
କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର ମୁଖ୍ୟ…
କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ ଟୁରର…
କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର ଟିକେଟ…
ନୂଆଦିଲ୍ଲୀ,୧୩।୧୨: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟପ୍ରଦେଶ ଡିଜିପିଙ୍କୁ ଏକ ଚିଠି ପଠାଇ କହିଛି ଯେ…