କାବୁଲ/ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀରେ ଥିବା ଆଫଗାନିସ୍ତାନ ଦୂତାବାସ ସବୁଦିନ ପାଇଁ ବନ୍ଦ କରି ଦିଆଯାଇଛି। ଏନେଇ ଆଫଗାନିସ୍ତାନ କୂଟନୈତିକ ମିଶନ ପକ୍ଷରୁ ସୂଚନା ଦିଆଯାଇଛି। କୁହାଯାଇଛି ଯେ ନୂଆଦିଲ୍ଲୀରେ…
ଉତ୍ତରକାଶୀ,୨୪ା୧୧:ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସିଲ୍କ୍ୟାରା ଟନେଲରେ ଉଦ୍ଧାର କାର୍ଯ୍ୟକୁ ଗୁରୁବାର ପୁଣିଥରେ ସ୍ଥଗିତ ରଖାଯାଇଛି। ସୁଡ଼ଙ୍ଗ ଖନନ କାର୍ଯ୍ୟରେ ନିୟୋଜିତ ମେଶିନ୍ ଯେଉଁଠାରେ ରଖାଯାଇଥିଲା, ଉକ୍ତ ସ୍ଥାନରେ କେତେକ…
ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପନୌତି ବୋଲି କହି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ ଏକ ନୋଟିସ୍ ଜାରି କରିଛନ୍ତି। ଏହା ଉପରେ…
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ୨କୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହି ଧମକ ଇମେଲ…
ବେଙ୍ଗାଲୁରୁ,୨୩।୧୧: କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ବିରୋଧରେ ହୋଇଥିବା ଅନୁପଯୁକ୍ତ ସମ୍ପତ୍ତି ମାମଲାରେ ଚାଲିଥିବା ସିବିଆଇ ତଦନ୍ତକୁ ବନ୍ଦ କରିବାକୁ ରାଜ୍ୟ ସରକାର ଗୁରୁବାର ଏକ ପ୍ରସ୍ତାବକୁ…
ନୂଆଦିଲ୍ଲୀ/ମୁମ୍ବାଇ,୨୩।୧୧: ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କ ଡିପଫେକ ଭିଡିଓ ବିଷୟରେ ଦିଲ୍ଲୀ ପୋଲିସ କହିଛି ଯେ ଏହି ଭିଡିଓ ସହ ଜଡିତ ମାମଲାର ତଦନ୍ତରେ ସେମାନେ ଗୁରୁତ୍ୱପୂର୍ଣ୍ଣ ସୂଚନା…
ନୂଆଦିଲ୍ଲୀ,୨୩।୧୧: ବିଶ୍ୱକପ ୨୦୨୩ରେ ମହମ୍ମଦ ଶାମି ସର୍ବାଧିକ ୱିକେଟ ନେଇ ରେକର୍ଡ କରିଥିଲେ। ସେ ମାତ୍ର ୭ ଟି ମ୍ୟାଚରେ ୨୪ଜଣ ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନର ରାସ୍ତା ଦେଖାଇଥିଲେ।…
ହାଇଦ୍ରାବାଦ,୨୩ା୧୧: ତେଲଙ୍ଗାନାରେ ଭାଜପା କ୍ଷମତାକୁ ଆସିଲେ ୩୦ ମିନିଟ୍ ମଧ୍ୟରେ ହାଇଦ୍ରାବାଦକୁ ‘ଭାଗ୍ୟନଗର’ ଭାବେ ନାମିତ କରାଯିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି…
ନୂଆଦିଲ୍ଲୀ,୨୩।୧୧: ଜାତୀୟ ମେଡିକାଲ କମିଶନ (NMC) ଆଣିଲା ନୂଆ ଗାଇଡଲାଇନ। ଦ୍ୱାଦଶ ଶ୍ରେଣୀରେ ଯେକୌଣସି ମାନ୍ୟତା ପ୍ରାପ୍ତ ବୋର୍ଡରୁ ବାୟୋଲୋଜି କିମ୍ବା ବାୟୋଟେକ୍ନୋଲୋଜିକୁ ଅତିରିକ୍ତ ବିଷୟ ରଖି…
ଡେରାଡୁନ,୨୩ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀସ୍ଥିତ ସିଲ୍କ୍ୟାରା ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଅଭିଯାନ ଏବେବି ଜାରି ରହିଛି। ଟନେଲ ଭିତରେ ୪୫…