ଇମ୍ଫାଲ,୨୦ା୭: ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରାଯାଇଛି। ଦୀର୍ଘ ଅଢ଼େଇ ମାସ ଧରି ଭାଜପା…
ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଏନେଇ ସଂସଦରେ ମୋଦୀଙ୍କୁ ଟାର୍ଗେଟ…
ନୂଆଦିଲ୍ଲୀ,୨୦।୭: ଆସାମର ଦିବ୍ରୁଗଡ ଜେଲରେ ଦଣ୍ଡ ଭୋଗୁଥିବା ୱାରିସ ପଞ୍ଜାବ ଦେ ମୁଖ୍ୟ ଅମ୍ରିତପାଲ ସିଂଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ପୁଣି ଥରେ ଇଂଲଣ୍ଡ ଯିବାକୁ ଅଟକାଯାଇଛି।…
ନୂଆଦିଲ୍ଲୀ,୨୦।୭: ନୂଆ ସଂସଦ ଭବନରେ ଗୁରୁବାର ଠାରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ମୌସୁମୀ ଅଧିବେଶନ ଆରମ୍ଭ ହେଉଣୁ ମଣିପୁର ଆଦିବାସୀ ମହିଳାଙ୍କୁ ନିର୍ଯାତନା ଘଟଣାରେ…
ପୁନେ,୨୦।୭: ମହାରାଷ୍ଟ୍ରର ରାଇଗଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଇଗଡରେ ଭୂସ୍ଖଳନରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ଅନେକ ଲୋକ ସେଠାରେ ଫସି ରହିଛନ୍ତି।…
ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭଳି ଲଜ୍ଜାଜନକ ଘଟଣାକୁ ବିରୋଧୀ ସଂସଦରେ ଜୋରଦାର ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ…
ଅହମ୍ମଦାବାଦ,୨୦।୭: ଗୁଜୁରାଟର ଅହମ୍ମଦାବାଦରେ ଅବସ୍ଥିତ ଇସ୍କନ ବ୍ରିଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ…
ଇମ୍ଫାଲ,୨୦।୭: ମଣିପୁର ହିଂସା ଥମିବାକୁ ନାଁ ନେଉ ନ ଥିବା ବେଳେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାର ଭିଡିଓ ଭାଇରାଲ ହୋଇଛି।…
ମେଇତି ସମ୍ପ୍ରଦାୟକୁ ଏସ୍ଟି ତାଲିକାରେ ସାମିଲ ପାଇଁ ମଣିପୁର ହାଇକୋର୍ଟ ରାଜ୍ୟର ଭାଜପା ସରକାରଙ୍କୁ ନିର୍ଦ୍ଦେଶ ଦେବା ପରେ ମେ’ ୩ରେ ଜାତିଆଣ ହିଂସା ଆରମ୍ଭ ହୋଇଥିଲା।…
ବେଙ୍ଗାଲୁରୁ,୧୯ା୭: କର୍ନାଟକ ବିଧାନସଭା ଅଧିବେଶନରେ ହଟ୍ଟଗୋଳ ହେବା ପରେ ଭାଜପାର ୧୦ ଜଣ ବିଧାୟକଙ୍କୁ ଅବଶିଷ୍ଟ ଅଧିବେଶନ ପାଇଁ ନିଲମ୍ବନ କରାଯାଇଛି । ଗୃହ ଚାଲିଥିବାବେଳେ ସେମାନେ…