ଜାତୀୟ

ଚାକିରି ପାଇଁ ଜମି ଦୁର୍ନୀତି: ରାବ୍ରି ଦେବୀଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୧୯।୫: ବିହାରରେ ଚାକିରି ପାଇଁ ଜମି ଦୁର୍ନୀତିର ମନିଲଣ୍ଡରିଂ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଗୁରୁବାର ପ୍ର୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୫ ଘଣ୍ଟା ଜେରା କରିଛି।…

3 years ago

ଅଭିଷେକଙ୍କୁ ସିବିଆଇ, ଇଡି ଜେରା କରିପାରିବେ: ହାଇକୋର୍ଟ

କୋଲକାତା, ୧୯ା୫: ପଶ୍ଚିମବଙ୍ଗର ବହୁକୋଟି ଟଙ୍କା ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ତୃଣମୂଳ କଂଗ୍ରେସ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଜେରା କରିପାରିବେ।…

3 years ago

କାହିଁକି ପଛରେ ପଡ଼ିଲେ ଡିକେଏସ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୯ା୫: ଉଭୟ ସିଦ୍ଦାରାମାୟା ଏବଂ ଡି.କେ. ଶିବକୁମାର (ଡିକେଏସ୍‌) କର୍ନାଟକ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିଲେ। କିନ୍ତୁ ସିଦ୍ଦାରାମାୟାଙ୍କ ପଲା ଭାରି ଥିବା ଫଳାଫଳ ଆସିବା ପରଠୁ ଏକପ୍ରକାର…

3 years ago

ରତନଲାଲ କଟାରିଆଙ୍କ ପରଲୋକ

ନୂଆଦିଲ୍ଲୀ,୧୯ା୫: ଭାରତୀୟ ଜନତା ପାର୍ଟି (ଭାଜପା)ର ଅମ୍ବାଲା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରତନଲାଲ କଟାରିଆଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୭୨ ବର୍ଷ ବୟସ ହେଉଥିଲା।…

3 years ago

ସିଦ୍ଦାରାମାୟା କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୯ା୫: କର୍ନାଟକ ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ୫ ଦିନ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଚଳାବସ୍ଥା ଦୂର ହୋଇଛି। ବରିଷ୍ଠ କଂଗ୍ରେସ ନେତା ସିଦ୍ଦାରାମାୟା…

3 years ago

କାର୍‌ରେ ନାବାଳିକାଙ୍କୁ ଗଣବଳାତ୍କାର

କୋକ୍‌ରାଝର,୧୮।୫: ଆସାମ କୋକ୍‌ରାଝର ଜିଲାରେ ଚଳନ୍ତା କାର୍‌ରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ…

3 years ago

ଜି-୨୦ ବୈଠକ ପୂର୍ବରୁ ଶ୍ରୀନଗରରେ ପହଞ୍ଚିଲେ ଏନ୍‌ଏସ୍‌ଜି କମାଣ୍ଡୋ

ଶ୍ରୀନଗର,୧୮।୫: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ହେବାକୁ ଥିବା ଜି-୨୦ ବୈଠକ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଦିଆଯାଇଛି। ଗୁରୁବାର ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି) ଏବଂ ସାମୁଦ୍ରିକ କମାଣ୍ଡୋ…

3 years ago

ଜି ପରମେଶ୍ୱର, ଏମ ବି ପାଟିଲଙ୍କ ସମେତ ସିଦ୍ଦାରାମାୟାଙ୍କ ସରକାରରେ ୧୧ ନେତା ହୋଇପାରନ୍ତି ମନ୍ତ୍ରୀ

ବେଙ୍ଗାଲୁରୁ,୧୮।୫: କର୍ନାଟକରେ ସରକାର ଗଠନ କରିବାକୁ ନେଇ କଂଗ୍ରେସ ପକ୍ଷରୁ ଗୁରୁବାର ଅଫିସିୟାଲି ଘୋଷଣା କରାଯାଇଛି। ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦାରାମାୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ…

3 years ago

୧୦ ହଜାର କୋଟି ସରକାରୀ ଟଙ୍କାର ହିସାବ ମିଳୁନି

ରାଞ୍ଚି,୧୮ା୫: ଝାଡ଼ଖଣ୍ଡରେ ସବୁବେଳେ ଯୋଜନା ନାମରେ ସରକାରୀ ପାଣ୍ଠି ଲୁଟ୍‌ ହେଉଥିବା ଖବର ଚର୍ଚ୍ଚାରେ ରହିଥାଏ। କିନ୍ତୁ ଏଥର ଯାହା ପ୍ରକାଶ ପାଇଛି ତାହା ଅଧିକ ଆଶ୍ଚର୍ଯ୍ୟଜନକ।…

3 years ago

‘ଜେଲରେ ୩୫ କିଲୋ ଓଜନ କମିଗଲାଣି, କଙ୍କାଳ ହୋଇଗଲେଣି…’, ଜାମିନ ପାଇଁ ସୁପ୍ରିମକୋର୍ଟଙ୍କୁ ଗୁହାରି କଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୮।୫: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗୁରୁବାର ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଜବାବ ମାଗିଛନ୍ତି। ସତ୍ୟେନ୍ଦ୍ର ଜୈନ…

3 years ago