ଜାତୀୟ

ଦେଶକୁ ଆସିଗଲା ନୂଆ ରୋଗ! କଂଗ୍ରେସର ନାଁ ନ ନେଇ ବର୍ଷିଲେ ମୋଦି

ଗୁଆହାଟି,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆସାମ ଗସ୍ତରେ ଅଛନ୍ତି। ଗୁଆହାଟିରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ମୋଦି କହିଛନ୍ତି ଦେଶକୁ ଏକ…

3 years ago

ପୁଣି ଆସିପାରେ କରୋନା ଭଳି ମହାମାରୀ, ପ୍ରତିଦିନ ହୋଇପାରେ ୧୫ ହଜାର ଲୋକଙ୍କ ମୃତ୍ୟୁ!

ନୂଆଦିଲ୍ଲୀ,୧୪।୪: ପ୍ରାୟ ୩ ବର୍ଷ ହେବ ବିଶ୍ୱରୁ କରୋନା ମହାମାରୀର ପ୍ରଭାବ ଯାଇ ନ ଥିବା ବେଳେ ଏବେ ଏକ ନୂଆ ରିପୋର୍ଟ ଲୋକଙ୍କ ଚିନ୍ତା ବଢାଇ…

3 years ago

ଆସାମକୁ ୧୪ ହଜାର କୋଟିର ଉପହାର ଦେଲେ ପ୍ରଧାନମନ୍ତ୍ରୀ, ଗୁଆହାଟୀ ଏମ୍ସର କଲେ ଉଦ୍‌ଘାଟନ

ଦିଶପୁର,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆସାମ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଜ୍ୟକୁ ୧୪ ହଜାର ୩୦୦ କୋଟି ଟଙ୍କାର ଉପହାର ଦେଇଛନ୍ତି। ଏଥିସହ…

3 years ago

ଯୋଗୀଙ୍କ ବାର୍ତ୍ତାରେ କମ୍ପିଲା ପାକିସ୍ତାନ, ୟୁପି ଏନକାଉଣ୍ଟର ପରେ ସୀମାରେ ପ୍ରଭାବ

ଲକ୍ଷ୍ନୌ/ଇସଲାମାବାଦ,୧୪।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆକ୍ସନକୁ ନେଇ ନା କେବଳ ମାଫିଆ ଭୟ କରି ଯାଉଛନ୍ତି ବରଂ ଏହାର ପ୍ରଭାବ ପଡୋଶୀ ଦେଶ ପାକିସ୍ତାନ…

3 years ago

‘ମୋ ଯୋଗୀ ଭାଇଙ୍କ ଭଳି କେହି ନାହାନ୍ତି’: କଙ୍ଗନା

ମୁମ୍ବାଇ,୧୪।୪: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଅନେକ ପ୍ରସଙ୍ଗକୁ ନେଇ ନିଜର ବୟାନ ଦେବାକୁ କେବେବି ପଛଘୁଞ୍ଚା ଦିଅନ୍ତି ନାହିଁ। ସେ ଫିଲ୍ମ ହେଉ ଅବା ରାଜନୀତି…

3 years ago

‘କେଜରିଓ୍ବାଲ, ମନିଷ, ସତ୍ୟେନ୍ଦ୍ରଙ୍କୁ ଦେଇ ଦିଅ ବିଷ ପୁଡିଆ’, ଇଡିର ଯାଞ୍ଚକୁ ନେଇ ବର୍ଷିଲେ ଏଏପି ଏମପି ସଞ୍ଜୟ ସିଂ

ନୂଆଦିଲ୍ଲୀ,୧୪।୪: ଆମ ଆଦମୀ ପାର୍ଟି(ଏଏପି) ଏମପି ସଞ୍ଜୟ ସିଂ ଶୁକ୍ରବାର ଏକ ପ୍ରେସ କନଫରେନ୍ସ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅବକାରୀ ନୀତି ମାମଲାର ଯାଞ୍ଚକୁ ନେଇ…

3 years ago

ଡରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଛଣ୍ଡିଗଡ଼,୧୪।୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ଅଡୁଆ ବଢିବାରେ ଲାଗିଛି। ଆୟ ବହିର୍ଭୁତ ସମ୍ପତ୍ତି ମାମଲାରେ ରାଜ୍ୟ ଭିଜିଲାନ୍ସ ଟିମ ଶୁକ୍ରବାର ତାଙ୍କୁ ହାଜର…

3 years ago

ବିରୋଧୀଙ୍କୁ ଏକାଠି କରିବାକୁ ଲାଗିପଡିଛନ୍ତି ରାହୁଲ, ନୀତୀଶ-ପାଓ୍ବାରଙ୍କ ପରେ ଏବେ ଉଦ୍ଧବଙ୍କୁ ଭେଟିବେ

ନୂଆଦିଲ୍ଲୀ,୧୪।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସାରା ଦେଶରେ ଭାରତ ଯୋଡୋ ଯାତ୍ରା କରିବା ପରେ ବର୍ତ୍ତମାନ ବିରୋଧୀ ଦଳଙ୍କୁ ଏକାଠି କରିବା ଅଭିଯାନରେ ଅଛନ୍ତି।ବିହାର ମୁଖ୍ୟମନ୍ତ୍ରୀ…

3 years ago

ବେଙ୍ଗାଲୁରୁ ଗଲେ କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାଭଦି, କଂଗ୍ରେସ ଅବା ଜେଡିଏସରେ ହୋଇପାରନ୍ତି ସାମିଲ

ବେଙ୍ଗାଲୁରୁ,୧୪।୪: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସଂଗପ୍ପା ସାଭଦି କଂଗ୍ରେସରେ ସାମିଲ ହୋଇ ପାରନ୍ତି। ସେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ଛାଡିଛନ୍ତି। ଶୁକ୍ରବାର ଲକ୍ଷ୍ମଣ ସଂଗପ୍ପା ବେଲଗାମରୁ…

3 years ago

ଦେଶରେ ଥମୁନାହିଁ କରୋନା ସଂକ୍ରମଣ, ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ପାର

ନୂଆଦିଲ୍ଲୀ,୧୪।୪: ପୁଣି ଡରାଇ ଚାଲିଛି କରୋନା ସଂକ୍ରମଣ। ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ କରୋନା ସଂକ୍ରମଣକୁ ନେଇ ଚିନ୍ତାରେ ପଡିଗଲେଣି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

3 years ago