ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ…
ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭାରତର ଜି-୨୦ର ଅଧ୍ୟକ୍ଷତା ଉପରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି…
ନୂଆଦିଲ୍ଲୀ,୧୭।୧: ଭାଜପା ଅଧ୍ୟକ୍ଷ ଭାବେ ଜେ.ପି ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଭାଜପା କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି।…
ନୂଆଦିଲ୍ଲୀ,୧୭ ।୧: ଅଣ୍ଡର ୱାର୍ଲଡ ଡନ ଦାଉଦ ଇବ୍ରାହିମଙ୍କୁ ନେଇ କିଛି ତଥ୍ୟ ସାମ୍ନାକୁ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଦାଉଦ ତାଙ୍କ ପ୍ରଥମ ପତ୍ନୀ…
ହାଇଦ୍ରାବାଦ,୧୭।୧: ଝିଅର ସ୍ବାମୀ ଅର୍ଥାତ୍ ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ଉତ୍ତର ହେଉ କି ଦକ୍ଷିଣ କିମ୍ବା ପୂର୍ବ…
ନୂଆଦିଲ୍ଲୀ,୧୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଜାରି ରହିଛି। ଏଠାକୁ ପହଞ୍ଚିବା ପୂର୍ବରୁ ରାହୁଲଙ୍କୁ ୨ଥର ଯାତ୍ରା ବନ୍ଦ କରିବାକୁ ଧମକ ମଧ୍ୟ…
ନୂଆଦିଲ୍ଲୀ,୧୭।୧ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ପୁଣି ବଢ଼ିଛି। ତେବେ ୨୦୨୩ ତାଙ୍କ ପାଇଁ ଅଗ୍ନିପରୀକ୍ଷା ସମୟ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ…
ନୂଆଦିଲ୍ଲୀ,୧୭।୧ : ଦିଲ୍ଲୀର ଶିକ୍ଷକଙ୍କୁ ତାଲିମ ପାଇଁ ଫିନଲାଣ୍ଡ ପଠାଇବାକୁ ରୋକିବା ନେଇ ବିଧାନସଭାରେ ବାକ୍ ଯୁଦ୍ଧ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଉପରାଜ୍ୟପାଳ ଭି.କେ.ସାକ୍ସସେନାକୁ…
ଗ୍ୟାଙ୍ଗଟକ୍,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତୋମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁସୂଚିତ ଜାତିର ଲୋକଙ୍କ ପାଇଁ ବିଭିନ୍ନ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଦକ୍ଷିଣ ସିକ୍କିମର…
ଜବଲପୁର,୧୭।୧: ମଧ୍ୟପ୍ରଦେଶ ଜବଲପୁରରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପଞ୍ଚମ ଠାକୁର,…