ଜାତୀୟ

୨୦୨୫ ସୁଦ୍ଧା ଦେଶବ୍ୟାପୀ ସ୍ଥାପନ ହେବ ଡୋପଲର ପାଣିପାଗ ରାଡାର…

ନୂଆଦିଲ୍ଲୀ,୧୬।୧ : କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ଗତ ଆଠରୁ ନଅ ବର୍ଷ ମଧ୍ୟରେ ପାଣିପାଗ ବିଭାଗର ପୂର୍ବାନୁମାନର ସଠିକତା ପ୍ରାୟ ୪୦ ପ୍ରତିଶତ…

3 years ago

ଅମୃତସରରୁ ଲଣ୍ଡନ ସିଧା ଉଡିବ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୬ ।୧: ଏୟାର ଇଣ୍ଡିଆ ପକ୍ଷରୁ ଅମୃତସରରୁ ଲଣ୍ଡନ ଓ ବର୍ମିହାମ ପାଇଁ ଅତିରିକ୍ତ ସିଧାସଳଖ ବିମାନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ…

3 years ago

ଭାରତ-ପାକ ସୀମାରୁ ୩୦ କୋଟିର ହେରୋଇନ ଜବତ, ୨ ଗିରଫ

ନୂଆଦିଲ୍ଲୀ,୧୬ ।୧: ସୀମା ସୁରକ୍ଷା ବଳ(ବିଏସଏଫ) ରାଜସ୍ଥାନର ଶ୍ରୀଗଙ୍ଗାନଗର ସେକ୍ଟରକୁ ଲାଗି ରହିଥିବା ଭାରତ-ପାକିସ୍ତାନ ଅନ୍ତରାଷ୍ଟ୍ରୀୟ ସୀମାରୁ ଚୋରା ଚାଲାଣର ଏକ ବଡ ପ୍ରୟାସକୁ ପଣ୍ଡ କରିଦେଇଛନ୍ତି…

3 years ago

ମୁଣ୍ଡକାର ସେହି ଘରେ ଲାଗିଲା ନିଆଁ ଯେଉଁଠାରେ ୨୭ ଜଣଙ୍କ ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୧୬ ।୧: ରାଜଧାନୀ ଦିଲ୍ଲୀର ବାହାର ଜିଲା ମୁଣ୍ଡକା ଥାନା ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏକ ବିଲଡିଂରେ ନିଆଁ ଲାଗିଯାଇଥିବା ଜଣାପଡିଛି । ନିଆଁ ଲାଗିଥିବା ଖବର…

3 years ago

‘ଅଜନ୍ତା ସୁଜ୍‌’ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧: ଦେଶର ପ୍ରମୁଖ ଫୁଟ୍‌ୱିୟର ବ୍ରାଣ୍ଡ୍‌ ‘ଅଜନ୍ତା ସୁଜ୍‌’ର ନୂତନ ଉତ୍ପାଦ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ପ୍ରଥମ ସ୍ବଦେଶୀ ନିର୍ମିତ ସ୍ମାର୍ଟ ସୁ…

3 years ago

୭ ବର୍ଷରେ ୩,୭୮୨ ଭୂସ୍ଖଳନ

ନୂଆଦିଲ୍ଲୀ, ୧୬।୧: ଭୂସ୍ଖଳନ ପାଇଁ ଉତ୍ତରାଖଣ୍ଡର ଜୋଷୀମଠବାସୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଦିନ ବିତିବା ସାଙ୍ଗକୁ ଏହି କ୍ଷୁଦ୍ର ସହର ଧୀରେ ଧୀରେ ମାଟି ତଳକୁ…

3 years ago

ଓଡ଼ିଶାରେ ମୋବାଇଲ ଗେମର ସଂଖ୍ୟାରେ ସର୍ବାଧିକ ବୃ୍‌ଦ୍ଧି

ନୂଆଦିଲ୍ଲୀ,୧୬।୧ : ମୋବାଇଲ ଗେମରଙ୍କ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ୫୫ ପ୍ରତିଶତ ବୃଦ୍ଧି ପାଇଛି। କେବଳ ଭୁବନେଶ୍ୱରରେ ମୋବାଇଲ ଗେମରଙ୍କ ସଂଖ୍ୟା ୧,୬୫୨ ପ୍ରତିଶତ ବଢ଼ିଥିବା ଇଣ୍ଡିଆ…

3 years ago

୪ ମହଲାରୁ ଖସିଲା ଲିଫ୍ଟ: ବର୍ତ୍ତିଲେ ଅଜିତ ପାଓ୍ବାର

ନୂଆଦିଲ୍ଲୀ,୧୬।୧ : ଏନ୍‌ସିପି ନେତା ଅଜିତ ପାଓ୍ବାର ଶନିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁଣେର ଏକ ହସ୍ପିଟାଲ ବିଲ୍ଡିଂ ଉଦ୍‌ଘାଟନ କରିବାକୁ ପାଓ୍ବାର ଯାଇଥିଲେ। ସେ ତୃତୀୟ…

3 years ago

ଦୁର୍ନୀତି ମାମଲା ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିୟୋଜିତ କରନାହିଁ: ସିଭିସି

ନୂଆଦିଲ୍ଲୀ,୧୬।୧(ପି.ଟି.): ଦୁର୍ନୀତି ମାମଲାଗୁଡ଼ିକର ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ନିୟୋଜିତ ନ କରିବା ପାଇଁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ବୀମା କମ୍ପାନୀ ଏବଂ…

3 years ago

ନିଜାମ ମୁକରମ୍‌ଙ୍କ ପରଲୋକ

ହାଇଦ୍ରାବାଦ,୧୬।୧ : ହାଇଦ୍ରାବାଦର ଅଷ୍ଟମ ନିଜାମ ନଓ୍ବାବ ମୀର ବରକତ ଅଲି ଖାନ୍‌ ସିଦ୍ଦିକି ମୁକରମ୍‌ ଜାହ ବାହାଦୁରଙ୍କର ତୁର୍କୀର ଇସ୍ତାନବୁଲରେ ଶନିବାର ରାତିରେ ପରଲୋକ ଘଟିଛି।…

3 years ago