ଜାତୀୟ

ସଞ୍ଜୟ ରାଉତଙ୍କୁ ହତ୍ୟାା ଧମକ

ମୁମ୍ବାଇ,୧।୪: ମହାରାଷ୍ଟ୍ରର ରାଜ୍ୟସଭା ଏମପି ଓ ଉଦ୍ଧବ ଗ୍ରୁପର ନେତା ସଞ୍ଜୟ ରାଉତଙ୍କୁ ହତ୍ୟା ଧମକ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ହତ୍ୟା ଧମକ ଦେଇଥିବା ବ୍ୟକ୍ତି…

3 years ago

ରାମ ନବମୀ ଶୋଭାଯାତ୍ରା ବେଳେ ମସ୍‌ଜିଦରେ ଗୈରିକ ପତାକା ଲଗାଇ ୫ ଗିରଫ

ଚଣ୍ଡିଗଡ,୧।୪: ଗୁରୁବାର ରାମ ନବମୀ ଶୋଭାଯାତ୍ରା ଅବସରରେ ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଖବର ସାମ୍ନାକୁ ଆସିଥିଲା। ହରିଆଣାରେ ମଧ୍ୟ ରାମ ନବମୀରେ ବ୍ୟାପକ ହିଂସାକାଣ୍ଡ ଦେଖିବାକୁ…

3 years ago

ଭୋପାଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ଇନ୍ଦୋର ଦୁର୍ଘଟଣାକୁ ନଜରରେ ରଖି ରୋଡ ଶୋ’ ବାତିଲ

ନୂଆଦିଲ୍ଲୀ,୧।୪: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ରାଜ୍ୟରେ ଭାଜପା ପକ୍ଷରୁ ରୋଡ ଶୋ’ ଏବଂ…

3 years ago

ଏଏପି ରାଲି ପୂର୍ବରୁ କେଜିର୍‌ଓ୍ବାଲଙ୍କୁ ଚେତାବନୀ ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲଙ୍କ ପ୍ରଥମ ରାଜନୈତିକ ରାଲି ଆସାମରେ ଆସନ୍ତା ଏପ୍ରିଲ ୨ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ରହିଛି।…

3 years ago

୨ ଭାଜପା ନେତାଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୧।୪: ଜଣେ ବ୍ୟବସାୟୀଙ୍କୁ ଘର ନିର୍ମାଣ ଲାଗି ସୁଯୋଗ ଦେବା ନିମନ୍ତେ ୧୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ ଦିଲ୍ଲୀର ୨ ଜଣ ଭାଜପା ନେତା…

3 years ago

ବିହାରରେ ଶୋଭାଯାତ୍ରା ବେଳେ ସଂଘର୍ଷ

ସାସାରାମ, ୧।୪: ବିହାରର ସାସାରାମ ଏବଂ ନାଳନ୍ଦାରେ ଶୁକ୍ରବାର ଅପରାହ୍ନରେ ରାମନବମୀ ଶୋଭାଯାତ୍ରାବେଳେ ସଂଘର୍ଷ ଘଟିଛି। ଦୁଇ ଗୋଷ୍ଠୀ ପରସ୍ପରକୁ ଟେକାମାଡ଼ କରିବା ସହ ପୋଡ଼ାଜଳା ହୋଇଛି।…

3 years ago

ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ।…

3 years ago

କମିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୪: ଜାତୀୟ ରାଜଧାନୀରେ ହ୍ରାସ ପାଇଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦାମ। ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୯୧ଟଙ୍କା ୫୦ ପଇସା…

3 years ago

ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକ ବିଧାନସଭା ନିର୍ବାଚନର ପ୍ରାୟ ଏକ ମାସ ପୂର୍ବରୁ ଏପ୍ରିଲ ୯ ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି…

3 years ago

କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ କାର୍‌ ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ବେଙ୍ଗାଲୁରୁ, ୧।୪: ମେ’ ୧୦ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା କର୍ନାଟକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏଥିସହିତ ସେଠାରେ ଗାଡ଼ିମୋଟର ଯାଞ୍ଚକୁ ଜୋର୍‌ଦାର କରାଯାଇଛି।…

3 years ago