ରାଜୌରୀ/ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ଅନ୍ତର୍ଗତ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀମାନେ ୧୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆକ୍ରମଣ କରିଛନ୍ତି। ଏଥିରେ ଦୁଇ ନାବାଳକ ଭାଇଭଉଣୀ ପ୍ରାଣ ହରାଇବା…
ନୂଆଦିଲ୍ଲୀ,୩।୧: ଶ୍ରଦ୍ଧା ଓ୍ବାଲ୍କର ହତ୍ୟାକାଣ୍ଡ ପରେ ଦିଲ୍ଲୀରେ ଆଉ ଜଣେ ଯୁବତୀଙ୍କ ମୃତ୍ୟୁ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଉତ୍ତର-ପୂର୍ବ ଦିଲ୍ଲୀର ସୁଲତାନପୁରି ଅଞ୍ଚଳରେ ରବିବାର ଭୋର ସମୟରେ…
ନୂଆଦିଲ୍ଲୀ,୨।୧: ଦିଲ୍ଲୀର କାଞ୍ଝାଓ୍ବାଲା ଯୁବତୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁତର ନେବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଚଣ୍ଡିଗଡ,୨।୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ହେଲିପ୍ୟାଡ ନିକଟରୁ ଏକ ଅଫୁଟା ବୋମା ସେଲ୍ ମିଳିଛି। ସୋମବାର ମାନଙ୍କ ଆମ୍ବ ବଗିଚା ନିକଟରେ ଏହା ପଡିଥିବାର ଦେଖିବାକୁ…
ନୂଆଦିଲ୍ଲୀ,୨।୧: ଚାଷୀ ନେତା ରାକେଶ ଟିକାୟତ କଂଗ୍ରେସର ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନାହିଁ। ସୋମବାର ଚାଷୀ ନେତା କହିଛନ୍ତି, ସେ କଂଗ୍ରେସର ଭାରତ ଯୋଡା…
କୋଲକାତା,୨ା୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିଏମ୍ସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ସହ ସୋମବାର କୋଲକାତାର ନଜରୁଲ ମଞ୍ଚଠାରେ ଏକ ଖବରଦାତା ସମ୍ମିଳନୀରେ ଦଳର ନୂତନ…
ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଜାନୁୟାରୀ ୩ ଅର୍ଥାତ୍ ମଙ୍ଗଳବାର ଉତ୍ତରପ୍ରଦେଶରେ ପ୍ରବେଶ କରିବ। ଏହି ଯାତ୍ରାରେ ସାମିଲ ହେବାକୁ କଂଗ୍ରେସ…
ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ ୬ଜଣ…
ହାଇଦ୍ରାବାଦ,୨।୧: ତେଲଙ୍ଗାନା ଭାଜପା ନେତୃତ୍ୱରେ ପରିବର୍ତ୍ତନ ହୋଇପାରେ। ଫେବୃୟାରୀ କିମ୍ବା ମାର୍ଚ୍ଚରେ ଭାଜପା ନେତା ବଣ୍ଡି ସଞ୍ଜୟଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ ବୋଲି ଏକ ନିର୍ଭରଯୋଗ୍ୟ…
ଲକ୍ଷ୍ନୌ,୨।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା…