ଜାତୀୟ

ପୋଲିସ ଗୁଳିରେ ଭାଜପା ନେତାଙ୍କ ସ୍ତ୍ରୀ ମୃତ

ମୋରାଦାବାଦ/ଡେରାଡୁନ୍‌,୧୩।୧୦: ଉତ୍ତରପ୍ରଦେଶ ପୋଲିସ ଟିମ୍‌ ଏବଂ ଉତ୍ତରାଖଣ୍ଡ ସୀମାନ୍ତ ଗ୍ରାମର ଅଧିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟି ଜଣେ ସ୍ଥାନୀୟ ଭାଜପା ନେତାଙ୍କ ସ୍ତ୍ରୀ ପ୍ରାଣ ହରାଇବା ସହ…

3 years ago

ଉଦ୍ଧବ ଗୋଷ୍ଠୀଙ୍କୁ ବଡ଼ ଆଶ୍ୱସ୍ତି: ଉପନିର୍ବାଚନରେ ଦେଇପାରିବେ ପ୍ରାର୍ଥୀ

ମୁମ୍ବାଇ,୧୩।୧୦: ମୁମ୍ବାଇ ଉପନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ଶିବସେନାର ଉଦ୍ଧବ ଗୋଷ୍ଠୀ ପ୍ରାର୍ଥୀ ଋତୁଜା ଲାଟ୍‌କେଙ୍କୁ ଅଦାଲତ ଅନୁମତି ଦେଇଛନ୍ତି। ପୌର ନିଗମରୁ ତାଙ୍କ ଇସ୍ତଫାପତ୍ର ଗ୍ରହଣ କରିନେବାକୁ…

3 years ago

ସାମ୍ବାଦିକଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି

ନୂଆଦିଲ୍ଲୀ,୧୩।୧୦: ମନିଲଣ୍ଡରିଂ ମାମଲାରେ ସାମ୍ବାଦିକ ରାଣା ଆୟୁବଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗାଜିଆବାଦର ଏକ ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ‘କେଟ୍ଟୋ’ ଅନ୍‌ଲାଇନ କ୍ରାଉଡ୍‌…

3 years ago

ନମାଜ ପାଠ ବେଳେ ଆକ୍ରମଣ: ଥାନାରେ ମାମଲା ରୁଜୁ

ଗୁରୁଗ୍ରାମ,୧୩।୧୦: ଗୁରୁଗ୍ରାମର ଏକ ମସ୍‌ଜିଦରେ ବୁଧବାର ନମାଜ ପାଠ ଚାଲିଥିବା ବେଳେ କେତେଜଣ ଲୋକ ସେଠାରେ ପ୍ରବେଶ କରି ମାରପିଟ୍‌ କରିବା ସହ ମସ୍‌ଜିଦରେ ଭଙ୍ଗାରୁଜା କରିଛନ୍ତି।…

3 years ago

ସେଣ୍ଟ୍ରାଲ ଜେଲରେ ମହିଳା କଏଦୀ ପାଳିଲେ କରଓ୍ବା ଚୌଥ

ଇନ୍ଦୋର,୧୩।୧୦: ସାରା ଦେଶରେ ଗୁରୁବାର କରଓ୍ବା ଚୌଥ ବ୍ରତ ପାଳନ କରାଯାଉଛି। ବିବାହିତା ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘାୟୁ ଆୟୁଷ ପାଇଁ ଏହି ବ୍ରତ ପାଳନ କରିଥାନ୍ତି।…

3 years ago

ମୁଁ ଚାଇନିଜ ନୁହେଁ, ଭାରତୀୟ ମୁସଲମାନ: ଫାରୁକ ଅବଦୁଲ୍ଲା

ଜମ୍ମୁ,୧୩ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଦେଶରେ ମୁସଲମାନଙ୍କ ସହ କଥିତ ଦୁର୍ବ୍ୟବହାରର ଅଭିଯୋଗ ଆଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଫାରୁକ…

3 years ago

ପୁଣି ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଊପରେ ବର୍ଷିଛନ୍ତି । ଗୁରୁବାର କୋଲକାତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

3 years ago

ବଦ୍ରିନାଥ ପହଞ୍ଚିଲେ ମୁକେଶ ଅମ୍ବାନୀ: ପୂଜାପାଠ ପରେ ଦାନ କଲେ ୫ କୋଟି

ଡେରାଡୁନ, ୧୩।୧୦: ପ୍ରତିଷ୍ଠିତ ଉଦ୍ୟୋଗପତି ତଥା ରିଲାଏନ୍ସ ଇଣ୍ଡିଷ୍ଟ୍ରି ଲିମିଟେଡର ମୁଖ୍ୟ ମୁକେଶ ଅମ୍ବାନୀ ଭଗବାନ ବଦ୍ରି ବିଶାଳଙ୍କ ବିଶେଷ ଦର୍ଶନ ପାଇଁ ଗୁରୁବାର ବଦ୍ରିନାଥ ଧାମରେ…

3 years ago

୩ଘଣ୍ଟା ପଚରାଉଚରା ପରେ ଗୁଜରାଟର ଏଏପି ମୁଖ୍ୟଙ୍କୁ ଛାଡ଼ିଲା ପୋଲିସ

ନୂଆଦିଲ୍ଲୀ,୧୩।୧୦: ଆମ ଆଦମୀ ପାର୍ଟିର ଗୁଜରାଟର ମୁଖ୍ୟ ଗୋପାଳ ଇଟାଲିଆଙ୍କୁ ଦିଲ୍ଲୀ ପୋଲିସ ଗୁରୁବାର ୩ଘଣ୍ଟା ଅଟକ ରଖିବା ପରେ ଛାଡ଼ିଛି। ଏହି ସମୟରେ ପୋଲିସ ତାଙ୍କୁ…

3 years ago

ପ୍ରେମୀଯୁଗଳଙ୍କୁ ଜବରଦସ୍ତ ବିବାହ କରାଇଦେଲେ ଗ୍ରାମବାସୀ

ଲକ୍ଷ୍ନୌ,୧୩ା୧୦: ଉତ୍ତରପ୍ରଦେଶର ଏକ ପ୍ରେମୀଯୁଗଳଙ୍କୁ ପ୍ରେମ ମହଙ୍ଗା ପଡ଼ିଛି। ଗ୍ରାମବାସୀ ଏବଂ ପରିବାର ଲୋକେ ଦୁହିଁଙ୍କୁ ଜୋର୍‌ ଜବରଦସ୍ତ ରୀତିନୀତି ଅନୁସାରେ ମନ୍ଦିରରେ ବିବାହ କରିଦେଇଛନ୍ତି। ଏମିତି…

3 years ago