ଜାତୀୟ

ଘୋଷଣା ହୋଇପାରେ ତିନି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୧୮।୧: ଚଳିତ ବର୍ଷ ଉତ୍ତର ପୂର୍ବର ତିନୋଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବୁଧବାର ନିର୍ବାଚନ ଆୟୋଗ ମେଘାଳୟ, ତ୍ରିପୁରା ଏବଂ ନାଗାଲାଣ୍ଡରେ ବିଧାନସଭା…

3 years ago

ସରକାର ଆର୍ଥିକ ଅସମାନତା ବଢ଼ାଉଛନ୍ତି: କଂଗ୍ରେସ

ନୂଆଦିଲ୍ଲୀ,୧୮।୧(ପି.ଟି.): ଭାଜପା ନେତୃତ୍ୱାଧୀନ ସରକାର ଦେଶରେ ଆର୍ଥିକ ଅସମାନତା ବଢ଼ାଉଥିବା କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି। ଦେଶର ୧ ପ୍ରତିଶତ ଅତି ଧନୀଙ୍କ ପାଖରେ ଦେଶ ସମ୍ପତ୍ତିର…

3 years ago

ବରୁଣଙ୍କ ନୀତିକୁ ଗ୍ରହଣ କରିପାରିବି ନାହିଁ: ରାହୁଲ

ହୋଶିଆରପୁର,୧୮।୧: ଭାଇ ବରୁଣ ଗାନ୍ଧୀଙ୍କୁ ଭେଟିବା ଏବଂ କୋଳାଗ୍ରତ କରିବାକୁ ପ୍ରସ୍ତୁତ ଅଛି, ହେଲେ ତାଙ୍କ ନୀତି ଆଦର୍ଶକୁ ଗ୍ରହଣ କରିପାରିବି ନାହିଁ ବୋଲି କଂଗ୍ରେସ ନେତା…

3 years ago

ସବୁ ବର୍ଗର ଲୋକଙ୍କ ପାଖକୁ ଯାଅ

ନୂଆଦିଲ୍ଲୀ,୧୮।୧: ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରସ୍ତୁତ ରହିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ଆହ୍ବାନ ଦେଇଛନ୍ତି। ଭୋଟରମାନଙ୍କ…

3 years ago

ରାଜସ୍ଥାନ ହାଇକୋର୍ଟରେ ୨ ଜଜ୍‌ ଦମ୍ପତି

ଜୟପୁର,୧୮।୧: ରାଜସ୍ଥାନ ହାଇକୋର୍ଟରେ ସୋମବାର ୯ ନୂଆ ବିଚାରପତି ଦାୟିତ୍ୱ ଗ୍ରହଣ କରିବା ପରେ ଏବେ ୨ ଜଜ୍‌ ଦମ୍ପତି କୋର୍ଟରେ କାର୍ଯ୍ୟରତ ଅଛନ୍ତି। ସେମାନେ ହେଲେ,…

3 years ago

ପଙ୍କଜ ସିଂ ଡେପୁଟି ଏନ୍‌ଏସ୍‌ଏ

ନୂଆଦିଲ୍ଲୀ,୧୮।୧(ପି.ଟି.): ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ଅବସରପ୍ରାପ୍ତ ମହାନିର୍ଦ୍ଦେଶକ ପଙ୍କଜ କୁମାର ସିଂଙ୍କୁ ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି ଏନ୍‌ଏସ୍‌ଏ) ନିଯୁକ୍ତ କରାଯାଇଛି। ୧୯୮୮ ବ୍ୟାଚ୍‌ର ରାଜସ୍ଥାନ…

3 years ago

ବୃଦ୍ଧଙ୍କୁ ସ୍କୁଟରରେ ଘୋଷାଡ଼ିଲେ

ବେଙ୍ଗାଲୁରୁ, ୧୮।୧: ମଙ୍ଗଳବାର ବେଙ୍ଗାଲୁରୁର ଜନଗହଳି ସଡ଼କରେ ଜଣେ ବୃଦ୍ଧଙ୍କୁ ସ୍କୁଟର ଚାଳକ ଘୋଷାଡ଼ି ନେଇ ଗିରଫ ହୋଇଛନ୍ତି। ସ୍କୁଟର ଚଲାଉଥିବା ସାହିଲ ଏକ କାର୍‌ ସହ…

3 years ago

୨୩ ଲକ୍ଷ ଟଙ୍କା ବିଲ୍‌ ନ ଦେଇ ଗ୍ରାହକ ଚମ୍ପଟ

ନୂଆଦିଲ୍ଲୀ,୧୮।୧: ଜଣେ ବ୍ୟକ୍ତି ନିଜକୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ବାସିନ୍ଦା ଏବଂ ଆବୁଧାବୀ ରାଜପରିବାରର କର୍ମଚାରୀ ପରିଚୟ ଦେଇ ଦିଲ୍ଲୀର ଲୀଲା ପ୍ୟାଲେସ୍‌ ହୋଟେଲରେ ପ୍ରାୟ…

3 years ago

ଅନୁପ ଗୁପ୍ତା ଚଣ୍ଡିଗଡ଼ ମେୟର ନିର୍ବାଚିତ

ଚଣ୍ଡିଗଡ଼,୧୮।୧: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଯଶବୀର ସିଂଙ୍କୁ ମାତ୍ର ଗୋଟିଏ ଭୋଟରେ ପରାସ୍ତ କରି ଭାଜପାର ଅନୁପ ଗୁପ୍ତା ମଙ୍ଗଳବାର ଚଣ୍ଡିଗଡ଼ର ନୂଆ ମେୟର…

3 years ago

ଜାତି ଜନଗଣନା ବିରୋଧରେ ସୁପ୍ରିମକୋର୍ଟରେ ସାନି ପିଟିଶନ

ନୂଆଦିଲ୍ଲୀ,୧୮।୧: ବିହାର ସରକାରଙ୍କ ଜାତି ଜନଗଣନା ନିଷ୍ପତ୍ତି ବିରୋଧରେ ମଙ୍ଗଳବାର ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଏର ହୋଇଛି। ରାଜ୍ୟ ସରକାରଙ୍କ କାର୍ଯ୍ୟ ସମ୍ବିଧାନର ମୌଳିକ ଢାଞ୍ଚାର ଉଲ୍ଲଂଘନ…

3 years ago