ଜାତୀୟ

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ ଉମର…

3 years ago

ପିଏଫ୍‌ଆଇ ଉପରେ ଏନ୍‌ଆଇଏର ବଡ଼ କାର୍ଯ୍ୟାନୁଷ୍ଠାନ: ୧୫ରାଜ୍ୟରୁ ୧୦୬ ଗିରଫ

ନୂଆଦିଲ୍ଲୀ,୨୨।୯: ଦେଶରେ ଆତଙ୍କବାଦୀଙ୍କୁ ସଫା କରିବା ପାଇଁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ) ଏବଂ ପ୍ରବର୍ତ୍ତନ ନିିର୍ଦ୍ଦେଶାଳୟ (ଇଡି) ଗୁରୁବାର ତାମିଲନାଡୁ ଏବଂ କେରଳ ସମେତ ମୋଟ…

3 years ago

୨୭ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଜାପାନ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତିମ ସଂସ୍କାରରେ ଯୋଗ…

3 years ago

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୨ଗିରଫ

ବେଙ୍ଗାଲୁରୁ,୨୨।୯: ‘ପେ ସିଏମ୍‌ ପୋଷ୍ଟର’ ବିବାଦ ମାମଲାରେ କନର୍ର୍ାଟକ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏହି ପୋଷ୍ଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ…

3 years ago

ପିଏଚ୍‌ଡି କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍‌ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ ଦୁଇ…

3 years ago

ଜ୍ଞାନବ୍ୟାପି-ଶୃଙ୍ଗାର ଗୌରୀ ମାମଲା: ୨୯ ସେପ୍ଟେମ୍ବରରେ ପରବର୍ତ୍ତୀ ଶୁଣାଣି

ବାରାଣସୀ,୨୨।୯: ଜ୍ଞାନବ୍ୟାପି ମସଜିଦ-ଶୃଙ୍ଗାର ଗୌରୀ ମାମଲାରେ ଗୁରୁବାର ଶୁଣାଣି ଶେଷ ହୋଇଛି। ଏହି ବିବାଦ ମାମଲାରେ ବାରାଣସୀ ଜିଲା କୋର୍ଟରେ ଶୁଣାଣି ହୋଇଥିଲା। ଏଠାରେ ଉଭୟ ପକ୍ଷ…

3 years ago

‘କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ, ବରଂ ବିଶ୍ୱାସର ପ୍ରତୀକ’

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଦଳର ନେତା ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ…

3 years ago

ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚ୍‌ ଟିକେଟ୍‌ କିଣିବାକୁ ଦଳଚକଟା: ଲାଠିଚାର୍ଜ କଲା ପୋଲିସ

ହାଇଦ୍ରାବାଦ,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ।…

3 years ago

ଖାଲଖମା ରାସ୍ତାରେ ଫଟୋଶୁଟ୍‌ କଲେ କନ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଥିରୁଭାନନ୍ତପୁରମ,୨୨।୯: ଆଜିକାଲି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଖାଲ ରାସ୍ତା ଓ ଗଳିରେ ପାଣି ଜମା ହୋଇରହିଛି। ସମସ୍ତଙ୍କ ପାଇଁ ନିଜ…

3 years ago

ୟୁପି ବିଧାନସଭାରେ ସିଆରପିସି ସଂଶୋଧନ ବିଲ ଆଗତ, ମହିଳାଙ୍କ ପ୍ରତି ଗୁରୁତର ଅପରାଧ ମାମଲାରେ ମିଳିବନି ଆଗୁଆ ଜାମିନ…

ଲକ୍ଷ୍ନୌ, ୨୨।୯ : ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନରେ ଗୁରୁବାର ସିଆରପିସି ସଂଶୋଧନ ବିଲ ଆଗତ ହୋଇଛି। ଏହି ବିଲ ଅନୁସାରେ ଗୁରୁତର ମହିଳା ଅପରାଧ ମାମଲାରେ…

3 years ago