ଜାତୀୟ

ଭାଜପାରେ ଯୋଗ ଦେଲେ କ୍ୟାପଟେନ ଅମରିନ୍ଦର

ନୂଆଦିଲ୍ଲୀ, ୧୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି।…

3 years ago

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କଲେ ଯୁବକ, ପାଟିରେ ଭରିଦେଲେ କାଦୁଅ

ଲକ୍ଷ୍ନୌ,୧୯ା୯: ଉତ୍ତରପ୍ରଦେଶର ଏକ ଗାଁରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତେବେ ହତ୍ୟାର ଗୋଟିଏ ଦିନ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।…

3 years ago

ବାଂଲାଦେଶର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୯ା୯: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଲଣ୍ଡନରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଭେଟିଛନ୍ତି। ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାର ଆରମ୍ଭ ପୂର୍ବରୁ…

3 years ago

ଏଏପି ବିଧାୟକଙ୍କୁ ଇଡିର ନୋଟିସ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ପରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଏଏପି ବିଧାୟକ ତଥା ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ଦାୟିତ୍ୱରେ ଥିବା ଦୁର୍ଗେଶ ପାଠକଙ୍କୁ ସୋମବାର ସମନ…

3 years ago

ଅଶ୍ଳୀଳ ଭିଡ଼ିଓ ନେଇ ସୁପ୍ରିମ୍‌କୋର୍ଟ କଠୋର, ଟୁଇଟର-ଫେସବୁକ୍‌ ସମେତ ସୋସିଆଲ ମିଡିଆ କମ୍ପାନୀଙ୍କୁ ରିପୋର୍ଟ ତଲବ…

ନୂଆଦିଲ୍ଲୀ, ୧୯।୯ : ସୋସିଆଲ ମିଡିଆ ପ୍ଲାଟଫର୍ମରେ ଶିଶୁ ଅଶ୍ଳୀଳତା ଏବଂ ବଳାତ୍କାର ଭିଡିଓ ଅପଲୋଡ ବନ୍ଦ କରିବାକୁ ଚେଷ୍ଟା କରିବା ମାମଲାରେ ସୁପ୍ରିମକୋର୍ଟ ଫେସବୁକ, ଟୁଇଟର…

3 years ago

ଅବସର ନେବ ମିଗ୍‌-୨୧…

ନୂଆଦିଲ୍ଲୀ, ୧୯।୯ : ଭାରତୀୟ ବାୟୁସେନା ମିଗ-୨୧ ଯୁଦ୍ଧ ବିମାନକୁ ଅବସର ପ୍ରଦାନ କରିବାକୁ ଯାଉଛି। ଜଣେ ଅଧିକାରୀ କହିଛନ୍ତି ଯେ ବାୟୁସେନା ସେପ୍ଟେମ୍ବର ୩୦ ରେ…

3 years ago

କଂଗ୍ରେସ ଛାଡିବାକୁ ଚାହୁଁଥିବା ନେତାଙ୍କୁ ମୁଁ ନିଜେ କାର୍‌ରେ ପଠାଇଦେବି: କମଳନାଥ

ଭୋପାଳ,୧୯।୯: ମଧ୍ୟପ୍ରଦେଶ କଂଗ୍ରେସ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କୁ ଆକ୍ସନ ମୁଡ୍‌ରେ ଦେଖିବାକୁ ମିଳୁଛି। ଶଙ୍କର ଶାହ ଏବଂ ରଘୁନାଥ ଶାହାଙ୍କ ବଳିଦାନ ଦିବସରେ…

3 years ago

କୃଷକ-ଅଗ୍ନିବୀର ଆନ୍ଦୋଳନରେ ମାଓବାଦୀ ହୋଇଥିଲେ ସାମିଲ, ସଂଗଠନ ପକ୍ଷରୁ ଦାବୀ…

ନୂଆଦିଲ୍ଲୀ, ୧୯।୯ : ଭାରତରେ ନିଷିଦ୍ଧ ହୋଇଥିବା ସଂଗଠନ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ ମାଓବାଦୀ ସିପିଆଇ (ଏମ) ଦେଶରେ ନିଜର ପ୍ରଭାବ ବଜାୟ ରଖିବାକୁ ଯୋଜନା…

3 years ago

ଚିତା ବିବାଦରେ ମଲ୍ଲିକାର୍ଜୁନଙ୍କ ଏଣ୍ଟ୍ରି…

ନୂଆଦିଲ୍ଲୀ, ୧୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ନାମ୍ବିଆରୁ ଆଣାଯାଇଥିବା ୮ ଚିତାଙ୍କୁ କୁନୋ ଜାତୀୟ ଉଦ୍ୟାନରେ ଛାଡିଥିଲେ। ଏହି ଚିତାମାନଙ୍କର…

3 years ago

କଶ୍ମୀର ପଣ୍ଡିତଙ୍କ ହତ୍ୟା ଏସଆଇଟି ଯାଞ୍ଚ୍‌ ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୯।୯ : ୧୯୮୯ ମସିହାରେ କଶ୍ମୀରୀ ପଣ୍ଡିତଙ୍କ ହତ୍ୟା ଘଟଣାରେ ଏସଆଇଟି ଯାଞ୍ଚ ପାଇଁ ଏକ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରି…

3 years ago