ସୋଲାପୁର,୨୪।୨: ଦେଶରେ ଚାଷୀଙ୍କ ଅବସ୍ଥା କାହାକୁ ବା ଅଛପା। କଠିନ ପରିଶ୍ରମ ସତ୍ତ୍ୱେ ଉପଯୁକ୍ତ ପ୍ରାପ୍ୟ ନ ପାଇ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛି ଚାଷୀ। ଏହାର…
ରାୟପୁର,୨୪।୨: ଚଳିତ ବର୍ଷ କଂଗ୍ରେସର ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ପାଇଁ ନିର୍ବାଚନ ନକରିବାକୁ ଶୁକ୍ରବାର ଷ୍ଟିଅରିଂ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନୂତନ ସିଡବ୍ଲ୍ୟୁସି ଗଠନ ପାଇଁ…
ଚଣ୍ଡିଗଡ଼,୨୪।୨: ପଞ୍ଜାବର ରାଜ୍ୟପାଳ ବନଓ୍ବାରୀ ଲାଲ ପୁରୋହିତ ଭଗଓ୍ବନ୍ତ ମାନ ସରକାରଙ୍କୁ ଏକ ବଡ଼ ଝଟ୍କା ଦେଇଛନ୍ତି। ଚଳିତ ଥର ବଜେଟ ଅଧିବେଶନକୁ ରାଜ୍ୟପାଳ ଅନୁମୋଦନ ଦେବାକୁ…
ଚଣ୍ଡିଗଡ଼,୨୪।୨: ଖଲିସ୍ତାନୀ ସମର୍ଥକ ତଥା ‘ଓ୍ବାରିଶ ପଞ୍ଜା ଦେ’ର ମୁଖ୍ୟ ଅମୃତପାଲ ସିଂହଙ୍କ ସହଯୋଗୀ ଲଭପ୍ରୀତ ତୁଫାନ ଶୁକ୍ରବାର ଅମୃତଶର ଜେଲ୍ରୁ ମୁକୁଳିଛନ୍ତି। ଜେଲ୍ରୁ ବାହାରିବା ପରେ…
ନୂଆଦିଲ୍ଲୀ,୨୪ ।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କ ମଧ୍ୟରେ ତୁତୁମେମେ ବଢିବାରେ ଲାଗିଛି । କେଜରିୱାଲ ସରକାରଙ୍କ ମନ୍ତ୍ରୀ ଶୁକ୍ରବାର ନିର୍ଦ୍ଦେଶ…
ଗାନ୍ଧୀନଗର,୨୪।୨: ଗଣତାନ୍ତ୍ରିକ ବ୍ୟବସ୍ଥାରେ ଉଭୟ ଶାସକ ଏବଂ ବିରୋଧୀ ଦଳର ଗୁରୁତ୍ୱ ସମାନ। ଯେଉଁଥିରେ କି ଶାସକ ଦଳ ନୀତି ଏବଂ ଯୋଜନା ମାଧ୍ୟମରେ ବିକାଶର ନୂତନ…
ନୂଆଦିଲ୍ଲୀ,୨୪।୨: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ହୃଦଘାତରେ ପରଲୋକ ଘଟିଛି। ଶୁକ୍ରବାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ୮୯ ବର୍ଷ…
ରାଞ୍ଚି,୨୪।୨: ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡ ରାଞ୍ଚିର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର କୁମାର ରାମଙ୍କୁ ଇଡି ଗିରଫ କରିଛି। ତାଙ୍କୁ ଅଧିକ ପଚରାଉଚରା ପାଇଁ…
ନୂଆଦିଲ୍ଲୀ,୨୪।୨: ମାସିକ ଋତୁସ୍ରାବ ସମୟରେ ସ୍କୁଲ ଏବଂ କାର୍ଯ୍ୟସ୍ଥଳରୁ ଛୁଟି ସମ୍ପର୍କରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ୧୯୬୧ ମାତୃତ୍ୱ ସୁବିଧା…
ଥିରୁଭାନନ୍ତପୁରମ୍,୨୪।୨: କାଲିକଟରୁ ଡାମାମ ଯାଉଥିବା ଏକ ବିମାନ ଥିରୁଭାନନ୍ତପୁରମ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବା ପରେ ଜରୁରୀ ଅବତରଣ କରିଥିବା…