ଜାତୀୟ

ମୋଦି ସରକାର ବିଶ୍ୱସ୍ତରରେ ଦେଶର ଭାବମୂର୍ତ୍ତି ପରିବର୍ତ୍ତନ କରିଛନ୍ତି…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭାରତର ଜି-୨୦ର ଅଧ୍ୟକ୍ଷତା ଉପରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି…

4 years ago

ବର୍ଷେ ବଢ଼ିଲା ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୭।୧: ଭାଜପା ଅଧ୍ୟକ୍ଷ ଭାବେ ଜେ.ପି ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଭାଜପା କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି।…

4 years ago

ଦାଉଦ ଇବ୍ରାହିମ ଏଇଥିପାଇଁ କରିଥିଲେ ଦ୍ୱିତୀୟ ବିବାହ, ଏନଆଇଏ ସାମ୍ନାରେ ଖୋଲିଲେ ଅନେକ ରାଜ

ନୂଆଦିଲ୍ଲୀ,୧୭ ।୧: ଅଣ୍ଡର ୱାର୍ଲଡ ଡନ ଦାଉଦ ଇବ୍ରାହିମଙ୍କୁ ନେଇ କିଛି ତଥ୍ୟ ସାମ୍ନାକୁ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଦାଉଦ ତାଙ୍କ ପ୍ରଥମ ପତ୍ନୀ…

4 years ago

ଜ୍ୱାଇଁଙ୍କୁ ସ୍ବାଗତ କରିବାକୁ ପରିବାର ପକ୍ଷରୁ ପରଷାଗଲା ୧୭୩ ପ୍ରକାର ଖାଦ୍ୟ: ପ୍ରସ୍ତୁତି ପାଇଁ ଲାଗିଲା ୪ଦିନ

ହାଇଦ୍ରାବାଦ,୧୭।୧: ଝିଅର ସ୍ବାମୀ ଅର୍ଥାତ୍‌ ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ଉତ୍ତର ହେଉ କି ଦକ୍ଷିଣ କିମ୍ବା ପୂର୍ବ…

4 years ago

ମାତ୍ର ୩୫ ମିନିଟ୍‌ରେ ୨ଥର ସୁରକ୍ଷାରେ ତ୍ରୁଟି: ରାହୁଲ ଗାନ୍ଧୀଙ୍କୁ ମିଳିପାରୁନି କଡ଼ା ସିକ୍ୟୁରିଟି

ନୂଆଦିଲ୍ଲୀ,୧୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଜାରି ରହିଛି। ଏଠାକୁ ପହଞ୍ଚିବା ପୂର୍ବରୁ ରାହୁଲଙ୍କୁ ୨ଥର ଯାତ୍ରା ବନ୍ଦ କରିବାକୁ ଧମକ ମଧ୍ୟ…

4 years ago

ନଡ୍ଡାଙ୍କ ପାଇଁ ଅଗ୍ନି ପରୀକ୍ଷା: ୫ ରାଜ୍ୟରେ ସରକାରଙ୍କୁ ସୁରକ୍ଷା-୪ ରାଜ୍ୟରେ ବିଜୟ ଚିନ୍ତା…

ନୂଆଦିଲ୍ଲୀ,୧୭।୧ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ପୁଣି ବଢ଼ିଛି। ତେବେ ୨୦୨୩ ତାଙ୍କ ପାଇଁ ଅଗ୍ନିପରୀକ୍ଷା ସମୟ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ…

4 years ago

ମୁଁ ନିର୍ବାଚିତ ମୁଖ୍ୟମନ୍ତ୍ରୀ, କିନ୍ତୁ ଆପଣ କିଏ ? ଉପରାଜ୍ୟପାଳଙ୍କୁ କେଜରିଓ୍ବାଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୧ : ଦିଲ୍ଲୀର ଶିକ୍ଷକଙ୍କୁ ତାଲିମ ପାଇଁ ଫିନଲାଣ୍ଡ ପଠାଇବାକୁ ରୋକିବା ନେଇ ବିଧାନସଭାରେ ବାକ୍‌ ଯୁଦ୍ଧ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଉପରାଜ୍ୟପାଳ ଭି.କେ.ସାକ୍ସସେନାକୁ…

4 years ago

ଯେତିକି ଅଧିକ ପିଲା, ସେତିକି ଅଧିକ ବେତନ

ଗ୍ୟାଙ୍ଗଟକ୍‌,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତୋମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁସୂଚିତ ଜାତିର ଲୋକଙ୍କ ପାଇଁ ବିଭିନ୍ନ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଦକ୍ଷିଣ ସିକ୍କିମର…

4 years ago

ମଧ୍ୟପ୍ରଦେଶରେ ନାବାଳିକାଙ୍କୁ ଗଣବଳାତ୍କାର

ଜବଲପୁର,୧୭।୧: ମଧ୍ୟପ୍ରଦେଶ ଜବଲପୁରରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପଞ୍ଚମ ଠାକୁର,…

4 years ago

ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା ପ୍ରଦାନ ନେଇ ରିପୋର୍ଟ ଦାଖଲରେ ବିଳମ୍ବ: ସୁପ୍ରିମ୍‌କୋର୍ଟ ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୧୭।୧ : ଦେଶର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା ପ୍ରଦାନ ନେଇ ସରକାରଙ୍କ ପକ୍ଷରୁ ରିପୋର୍ଟ ଦାଖଲରେ ବିଳମ୍ବ ହେବାରୁ ସୁପ୍ରିମ୍‌କୋର୍ଟ ଅସନ୍ତୋଷ…

4 years ago