ଗୁଆହାଟି,୨୪ ।୬: ଦେଶର ପୁର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ସ୍ଥିତି ବିଗିଡିବାରେ ଲାଗିଛି । ଆସାମ, ସିକ୍କିମ ସମେତ କିଛି…
ମୁମ୍ବାଇ,୨୩।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଏନ୍ସିପି ମୁଖ୍ୟ ଶରଦ ପାୱାର ମହାବିକାଶ ଅଘାଢ଼ି(ଏମ୍ଭିଏ) ସରକାରଙ୍କୁ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ସେ କହିଛନ୍ତି, ବିଧାନସଭାରେ…
ନୂଆଦିଲ୍ଲୀ,୨୩।୬: ବରିଷ୍ଠ ଆଇପିଏସ୍ ଅଫିସର ଦିନକର ଗୁପ୍ତାଙ୍କୁ ଗୁରୁବାର ଜାତୀୟ ତଦନ୍ତ ସଂସ୍ଥା (ଏନ୍ଆଇଏ)ର ମହାନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। କାର୍ମିକ ବିଭାଗ ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶନାମାରେ ଏହି…
ଚେନ୍ନାଇ,୨୩।୬: ଚେନ୍ନାଇ ଉପକଣ୍ଠ ବନଗରାମଠାରେ ଗୁରୁବାର ଏଆଇଏଡିଏମ୍କେ ସାଧାରଣ ପରିଷଦ ବୈଠକରେ ଉତ୍ତେଜନା ଦେଖାଦେଇଛି। ଦଳର କୋର୍ଡିନେଟର ଓ. ପନିରସେଲଭାମ୍(ଓପିଏସ୍) ଏବଂ ତାଙ୍କର କେତେଜଣ ସମର୍ଥକ ବୈଠକ…
ନୂଆଦିଲ୍ଲୀ,୨୩।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ଜେରାର ସମ୍ମୁଖୀନ ହେବା ଲାଗି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସାନି ସମନ ଜାରି…
କୋଲକାତା,୨୩।୬: ବିରୋଧୀଙ୍କୁ ସବୁବେଳେ ସମାଲୋଚନା କରି ଚର୍ଚ୍ଚାରେ ରହୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟକୁ ନେଇ…
ଶିମଲା,୨୩।୬: ଜଷ୍ଟିସ ଅମଜଦ ଏ ସୟିଦଙ୍କୁ ହିମାଚଳ ହାଇକୋର୍ଟର ୨୭ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗୁରୁବାର ସକାଳ ୯ଟାରେ ଶିମଲା ରାଜ ଭବନରେ ରାଜ୍ୟପାଳ…
ମୁମ୍ବାଇ,୨୩।୬: ଯୌନ ନିର୍ଯାତନା ମାମଲାରେ ବଲିଉଡର ପ୍ରଖ୍ୟାତ କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟଙ୍କୁ ମିଳିଲା ଜାମିନ୍। ଗୁରୁବାର ମୁମ୍ବାଇର ମାଜିଷ୍ଟ୍ରେଟ କୋର୍ଟ ତାଙ୍କୁ ଏହି ମାମଲାରେ ଜାମିନ୍ ପ୍ରଦାନ…
ଇନ୍ଦୋର,୨୩।୬: ମଧ୍ୟପ୍ରଦେଶ ଇନ୍ଦୋର ଜିଲାର ସିମରୋଲ ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ଅପରାହ୍ନରେ ଏକ ଯାତ୍ରୀବାହୀ ବସ୍ ୫୦ଫୁଟ୍ ଘାଟିରୁ ତଳକୁ ଖସିପଡ଼ିଛି।…
ନୂଆଦିଲ୍ଲୀ,୨୩।୬: ଏନ୍ଡିଏ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଉପ ରାଷ୍ଟ୍ରପତି ଭେଙ୍କେୟାଙ୍କୁ ଭେଟିଛନ୍ତି। ତେବେ…