ଜାତୀୟ

୩ ଆଇଏଏଫ୍‌ ଅଧିକାରୀଙ୍କୁ ଆଜୀବନ ଜେଲ୍‌ରେ ଦଣ୍ଡିତ କଲା ସିବିଆଇ କୋର୍ଟ

ଗାନ୍ଧୀନଗର,୧୪।୫: ହାଜତ ମୃତ୍ୟୁ ଅଭିଯୋଗରେ ଆଲ୍ଲାହାବାଦର ସ୍ବତନ୍ତ୍ର ସିବିଆଇ କୋର୍ଟ ଭାରତୀୟ ଏୟାର ଫୋର୍ସ (ଆଇଏଏଫ୍‌)ର ୩ଅଧିକାରୀଙ୍କୁ ଶୁକ୍ରବାର ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ୩ଅଧିକାରୀଙ୍କ ମଧ୍ୟରୁ…

4 years ago

ସ୍ବାମୀଙ୍କ ସହ କନୌଟ ପ୍ୟାଲେସରେ ହନୁମାନ ଚାଳିଶା ପଢ଼ିଲେ ନବନୀତ

ନୂଆଦିଲ୍ଲୀ,୧୪।୫: ଗତ କିଛି ଦିନରୁ ଦେଶରେ ଲାଗିରହିଥିବା ହନୁମାନ ଚାଳିଶା ବିବାଦ ଥମିବାର ନା ନେଉନି। ଇତିମଧ୍ୟରେ ମହାରାଷ୍ଟ୍ର ଅମରାବତୀର ଭାଜପା ଏମ୍‌ପି ନବନୀତ ରାଣା ଶନିବାର…

4 years ago

କଡା ସୁରକ୍ଷା ମଧ୍ୟରେ ଜ୍ଞାନବ୍ୟାପି ପରିସରରେ ସର୍ଭେ ଆରମ୍ଭ, କିଛି ତଥ୍ୟ ଓ ସତ୍ୟ ଆସିବ ସାମ୍ନାକୁ

ବାରାଣସି,୧୪ ।୫: ବାରାଣସିର ଜ୍ଞାନବ୍ୟାପି ମସଜିଦ ପରିସରର ସତ୍ୟ ସାମ୍ନାକୁ ଆଣିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ ପକ୍ଷଙ୍କ ଉପସ୍ଥିତିରେ ଶନିବାର ସକାଳେ ସର୍ଭେ ଆରମ୍ଭ କରାଯାଇଛି…

4 years ago

ଏସ୍‌ଆଇ ସମେତ ୩ ପୋଲିସଙ୍କୁ ହତ୍ୟା କଲେ କୃଷ୍ଣସାର ମୃଗ ଶିକାରୀ

ଗୁନା,୧୪।୫: ମଧ୍ୟପ୍ରଦେଶର ଗୁନାରେ ପୋଲିସ ଓ କୃଷ୍ଣସାର ମୃଗ ଶିକାରୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ କୃଷ୍ଣସାର ମୃଗ ଶିକାରୀମାନେ ୩ଜଣ ପୋଲିସ କର୍ମଚାରୀଙ୍କୁ ଗୁଳି କରି…

4 years ago

ମୁଣ୍ଡକା ଅଗ୍ନିକାଣ୍ଡ: ଫ୍ୟାକ୍ଟ୍ରି ମାଲିକଙ୍କ ଦୁଇ ପୁଅ ଗିରଫ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ଅଗ୍ନିକାଣ୍ଡରେ ଫ୍ୟାକ୍ଟ୍ରି ମାଲିକଙ୍କ ଦୁଇ ପୁଅ ବରୁଣ ଗୋୟଲ ଓ ହରିଶ ଗୋୟଲଙ୍କୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି…

4 years ago

ଟମୋଟୋ ଫ୍ଲୁରେ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ

ଥିରୁଭାନ୍ତପୁରମ,୧୪।୫: କରୋନା ପରେ ଏବେ ଦେଶରେ ଆଉ ଏକ ରୋଗ ଟମାଟୋ ଫ୍ଲୁ ସମସ୍ତଙ୍କ ଚିନ୍ତା ବଢ଼ାଉଛି। କେରଳରେ ଏପର୍ଯ୍ୟନ୍ତ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ ହୋଇଛନ୍ତି।…

4 years ago

ମୁଣ୍ଡକା ଅଗ୍ନିକାଣ୍ଡ: ହ୍ୱାଟସଆପ ବଞ୍ଚାଇଦେଲା ୧୦୦ରୁ ଅଧିକ ଜୀବନ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବ୍ୟବସାୟିକ ୩ ମହଲା ଘରେ ଶୁକ୍ରବାର ନିଆଁ ଲାଗିଯିବା ଫଳରେ ସ୍ଥାନୀୟ ଅଞ୍ଚଳରେ…

4 years ago

ନାଁ ପଚାରି ରାହୁଲଙ୍କୁ ମାରିଥିଲେ

ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ସୁରକ୍ଷା ବଳ…

4 years ago

କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

କୋଝିକୋଡ୍‌,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍‌ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା…

4 years ago

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ ଘଟିଛି।…

4 years ago