ଜାତୀୟ

ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା

ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ.…

4 years ago

ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା

ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍‌…

4 years ago

୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ…

4 years ago

୧୧ ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୨୩।୯(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ…

4 years ago

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍‌କା…

4 years ago

ପ୍ରେମ ସମ୍ପର୍କକୁ ନେଇ ଉତ୍ତେଜନା: ୪ ଗିରଫ

ଭୋପାଳ,୨୨।୯: ମଧ୍ୟପ୍ରଦେଶର ଛିନ୍ଦଓ୍ବାରା ଜିଲାରେ ଜଣେ ମୁସଲମାନ ଯୁବକ ହିନ୍ଦୁ ଝିଅଙ୍କ ସହ ସମ୍ପର୍କକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ପ୍ରତିଶୋଧ ପରାୟଣ ହୋଇ ଉତ୍ତ୍ୟକ୍ତ ଲୋକେ…

4 years ago

ଉତ୍ତରପ୍ରଦେଶ ସମେତ ଏହି ୫ ରାଜ୍ୟର ନିର୍ବାଚନରେ ଭାଜପା ଖର୍ଚ୍ଚ କରିଛି ୩୪୦ କୋଟି

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ଆରମ୍ଭରେ ହୋଇଥିବା ୫ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ୩୪୦ କୋଟିରୁ ଊର୍ଦ୍ଧ୍ୱ ଅର୍ଥ ଖର୍ଚ୍ଚ କରିଛି। ଅନ୍ୟପକ୍ଷରେ କଂଗ୍ରେସ ଏହି ରାଜ୍ୟଗୁଡ଼ିକରେ ନିର୍ବାଚନ…

4 years ago

ବ୍ରହ୍ମୋସ୍‌ ପାଇଁ ୧,୭୦୦ କୋଟିର ଡିଲ୍‌

ନୂଆଦିଲ୍ଲୀ,୨୨।୯: ନୌସେନାର ଫ୍ରଣ୍ଟଲାଇନ୍‌ ଯୁଦ୍ଧଜାହାଜରେ ଅତିରିକ୍ତ ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ମୁତୟନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ୧,୭୦୦ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି।…

4 years ago

ଶୁକ୍ରବାର କେରଳରେ ହରତାଳ

ଥିରୁଭାନନ୍ଥପୁରମ୍‌,୨୨।୯(ପି.ଟି.): ଏନ୍‌ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର…

4 years ago

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୫ କଂଗ୍ରେସ କର୍ମକର୍ତ୍ତା ଗିରଫ

ବେଙ୍ଗାଲୁରୁ,୨୨।୯: ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ ଦଳ ଭାଜପାକୁ ଟାର୍ଗେଟ କରିଥିବା ‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ କର୍ନାଟକ ପୋଲିସ ୫ଜଣ କଂଗ୍ରେସ କର୍ମକର୍ତ୍ତାଙ୍କୁ…

4 years ago