ଜାତୀୟ

ନରେନ୍ଦ୍ର ଗିରିଙ୍କ କୋଠରୀରୁ ମିଳିଲା ୩ କୋଟି ଟଙ୍କା, ୫୦ କିଲୋ ସୁନା

ପ୍ରୟାଗରାଜ,୧୭।୯: ଅଖିଳ ଭାରତୀୟ ଆଖଡ଼ା ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ବନ୍ଦ ଥିବା ପ୍ରକୋଷ୍ଠରୁ ନଗଦ ୩ କୋଟି ଟଙ୍କା, ୫୦ କିଲୋଗ୍ରାମ ସୁନା,…

4 years ago

ୟୁପି: ପ୍ରବଳ ବର୍ଷାରେ ୨୨ ମୃତ

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶରେ ଗୁରୁବାର ରାତିଠାରୁ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ସ୍ଥାନରେ କାନ୍ଥ ପଡ଼ି ମୋଟ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଲକ୍ଷ୍ନୌର ଦିଲକୁଶ ଅଞ୍ଚଳରେ…

4 years ago

୭୪ ବର୍ଷ ପରେ ଭାରତ ଫେରିବ ଚିତା, ଜନ୍ମଦିନରେ ସ୍ୱାଗତ କରିବେ ମୋଦି

ନୂଆଦିଲ୍ଲୀ,୧୭ ।୯: ଭାରତ ସ୍ୱାଧିନତା ପରେ ଯାହାକୁ ହରାଇଥିଲା ତାହା ହେଉଛି ଜଙ୍ଗଲର ଉସେନ ବୋଲ୍ଟ ‘ଚିତା’ । ୧୯୪୮ରେ ଦେଶରେ ଶେଷ ଚିତାକୁ ଦେଖିବାକୁ ମିଳିଥିଲା…

4 years ago

‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ

ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ କହିଥିଲେ…

4 years ago

୭୨ ବର୍ଷରେ ପଦର୍ପଣ କଲେ ମୋଦି

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୨ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଜନ୍ମଦିନ ଅବସରରେ ମୋଦି ୪ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।…

4 years ago

ଟ୍ରେନ୍‌ ଝରକାରେ ଓହଳି ୧୦ କି.ମି. ଗଲେ

ପାଟନା, ୧୭ା୯: ଅନେକ ସମୟରେ ଟ୍ରେନ୍‌ ଯାତ୍ରୀଙ୍କଠାରୁ ଜିନିଷ ଲୁଟ ହେଉଥିବା ଖବର ଆମେ ଖବରକାଗଜ ବା ନ୍ୟୁଜ୍‌ରେ ଦେଖିଛେ। ବିହାରରେ ଜଣେ ଚୋରଙ୍କୁ ତାଙ୍କ ଆପରାଧିକ…

4 years ago

ରୁଷିଆ-ତୁର୍କି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା

ସମରକନ୍ଦ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ଶିଖର ସମ୍ମିଳନୀରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଦଗାନ ଏବଂ ରୁଷିଆ ରାଷ୍ଟ୍ରପତି…

4 years ago

ଆଜମଙ୍କୁ ଭେଟିଲେ ଏସ୍‌ପି ମୁଖ୍ୟ ଅଖିଳେଶ

ନୂଆଦିଲ୍ଲୀ,୧୬।୯: ସମାଜବାଦୀ ପାର୍ଟି(ଏସ୍‌ପି)ର ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଦଳର ବରିଷ୍ଠ ନେତା ଆଜମ ଖାନଙ୍କୁ ଭେଟିଛନ୍ତି। ଆଜମ ଖାନ ବର୍ତ୍ତମାନ ଦିଲ୍ଲୀର ସାର୍‌…

4 years ago

ଅମାନତୁଲ୍ଲାହଙ୍କ ଘରେ ଏସିବି ଚଢ଼ାଉ: ବେଆଇନ ଅସ୍ତ୍ରଶସ୍ତ୍ର ଜବତ

ନୂଆଦିଲ୍ଲୀ,୧୬।୯: ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅମାନତୁଲ୍ଲାହ ଖାଁଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଆଣ୍ଟି କରୋପସନ୍‌ ବ୍ୟୁରୋ(ଏସିବି)ର ଟିମ୍‌ ବିଧାୟକ ଅମାନତୁଲ୍ଲାହଙ୍କ ଅନେକ ସ୍ଥାନରେ ଚଢ଼ାଉ…

4 years ago

ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର: ଭାଜପା ସହ ମିଶିବ ପଞ୍ଜାବ ଲୋକ କଂଗ୍ରେସ

ନୂଆଦିଲ୍ଲୀ,୧୬।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ଭାଜପାରେ ଯୋଗଦେବେ। ସେପ୍ଟେମ୍ବର ୧୯ରେ ଦିଲ୍ଲୀରେ ଅମରିନ୍ଦର ଭାଜପାର ସଦସ୍ୟତା…

4 years ago