ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ ଉଜବେକିସ୍ତାନ…
ନୂଆଦିଲ୍ଲୀ,୧୬।୯: ରାଜଧାନୀ ଦିଲ୍ଲୀରେ କରୋନା ପରେ ଏବେ ମଙ୍କିପକ୍ସ ଭାଇରସ୍ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟରେ ମଙ୍କିପକ୍ସ ଏବେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର…
ସମରକନ୍ଦ,୧୬ା୯: ଉଜବେକିସ୍ତାନର ସମରକନ୍ଦ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ବୈଠକରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଜଳବାୟୁ…
ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି…
ନୂଆଦିଲ୍ଲୀ,୧୬।୯: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪୦ଟି ସ୍ଥାନରେ ଚଢାଉ କରିଛି। ମଦ ବ୍ୟବସାୟୀ, ଡିଷ୍ଟ୍ରିବ୍ୟୁଟର୍ ଓ ସପ୍ଲାଏ ଚେନ…
ପାଟନା,୧୬।୯: ବେଗୁସରାଇ ଗୁଳିକାଣ୍ଡ ଘଟଣାର ତିନି ଦିନ ପରେ ବିହାର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହୃଦୟ ବିଦାରକ ଘଟଣାରେ ପୋଲିସ ସମସ୍ତ ଚାରି…
ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୨୯୮ ନୂଆ କରୋନା…
ଚେନ୍ନାଇ,୧୬।୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସେପ୍ଟେମ୍ବର ୧୭ରେ ୭୨ ବର୍ଷରେ ପଦାର୍ପଣ କରିବେ। ତାଙ୍କ ଜନ୍ମଦିନକୁ ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ରହିଛି।…
ଲକ୍ଷ୍ନୌ,୧୬।୯: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ହଜରତଗଞ୍ଜରେ ଏକ ନିର୍ମାଣଧୀନ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି…
ଲେହ,୧୬।୯: ଲେହ-ଲଦାଖରେ ଶୁକ୍ରବାର ଭୋର ପ୍ରାୟ ୪ଟା ୧୯ରେ ଭୂକମ୍ପ ଅନୁଭୂତ ହୋଇଛି। ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର ତୀବ୍ରତା ରିକ୍ଟର…