ଜାତୀୟ

କୁଲଗାମ୍‌ ଏନ୍‌କାଉଣ୍ଟରରେ ଜଣେ ପାକିସ୍ତାନୀ ସମେତ ୨ଆତଙ୍କବାଦୀ ନିହତ

କୁଲଗାମ,୧୧।୪:ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। କୁଲଗାମର ଖୁର୍ବତପୁରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ପାକିସ୍ତାନୀ ସମେତ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ୨ଜଣ ପୋଲିସ…

4 years ago

ମୋଦିଙ୍କୁ ଚ୍ୟାଲେଞ୍ଜ ଦେଲେ କେସିଆର୍‌

ନୂଆଦିଲ୍ଲୀ,୧୧।୪: କୃଷି ପ୍ରସଙ୍ଗକୁ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର୍‌) କେନ୍ଦ୍ରକୁ ଏକ ବଡ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କେସିଆର୍‌ ତୁରନ୍ତ ଏକ କୃଷି ନୀତି ଆଣିବାକୁ…

4 years ago

ଦେଶର ୮ ସହରରେ ପ୍ରଦୂଷଣ ଯୋଗୁ ଅସମୟରେ ଯାଇଛି ୧ ଲକ୍ଷରୁ ଅଧିକ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧ ।୪: ଦେଶର କିଛି ସହରରେ ବାୟୁ ପ୍ରଦୂଷଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ଏକ ଅନ୍ତରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡିଛି କି ୨୦୦୫ରୁ ୨୦୧୮…

4 years ago

ରାସାୟନିକ କାରଖାନାରେ ବିସ୍ଫୋରଣ: ୬ ମୃତ

ଭାରୁଚ,୧୧।୪: ଗୁଜରାଟର ଭାରୁଚରେ ସୋମବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।…

4 years ago

କଂଗ୍ରେସ ନେତା ମଲ୍ଲିକାର୍ଜୁନଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ,୧୧।୪: ନ୍ୟାଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେଙ୍କୁ ସୋମବାର ପଚରାଉଚରା କରୁଛି। ପୂର୍ବରୁ ଇଡି ତାଙ୍କୁ ପଚରାଉଚରା କରିବା…

4 years ago

ରାମ ନବମୀରେ ପଥରମାଡ କରିଥିବା ଅଭିଯୁକ୍ତଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୧୧।୪: ପବିତ୍ର ରାମ ନବମୀ ଅବସରରେ ମଧ୍ୟପ୍ରଦେଶର ଖରଗୋନରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ସୋମବାର କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମଧ୍ୟପ୍ରଦେଶ ସରକାର। ହିଂସା ଘଟାଇଥିବା ଅଭିଯୁକ୍ତଙ୍କ ଘର…

4 years ago

‘କୃଷି ସହ ଜଡିତ ଯୋଜନା ଚାଷୀଙ୍କୁ ନୂଆ ବଳ ଦେଉଛି’

ନୂଆଦିଲ୍ଲୀ,୧୧।୪: କୃଷକମାନେ ପ୍ରାକୃତିକ କୃଷି ପଦ୍ଧତି ଅବଲମ୍ବନ କରିବା ସହ ପୃଥିବୀ ମାତାର ସୁରକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଛନ୍ତି। ପୃଥିବୀ ସୁରକ୍ଷିତ ନ…

4 years ago

ଜେଡିୟୁକୁ ପଛରେ ପକାଇଲା ଆର୍‌ଜେଡି

ପାଟନା,୧୧।୪: ବିହାର ବିଧାନ ପରିଷଦ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଫଳାଫଳ ରାଜ୍ୟର ଉଚ୍ଚ ସଦନରେ ପରିବର୍ତ୍ତନର ସଙ୍କେତ ଦେଇଛି। ୨୦୧୫ ତୁଳନାରେ ଏଥର ଏନ୍‌ଡିଏକୁ କମ୍‌…

4 years ago

ରାମ ନବମୀ ଶୋଭାଯାତ୍ରା: ୪ ରାଜ୍ୟରେ ହିଂସାକାଣ୍ଡ

ନୂଆଦିଲ୍ଲୀ,୧୧।୪: ରବିବାର ରାମ ନବମୀ ଶୋଭାଯାତ୍ର ବେଳେ ଗୁଜରାଟ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ ଏବଂ ଝାଡ଼ଖଣ୍ଡ ରାଜ୍ୟରେ ହିଂସାକାଣ୍ଡ ଘଟିଛି। ଏପରିକି ଘଟଣାସ୍ଥଳରେ ପୋଡାଜଳା ସହ ପଥର ମାଡ଼…

4 years ago

ମଦ୍ୟପାନ କରି ବିବାହ କଲେ ୨ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ,୧୧।୪:ତେଲେଙ୍ଗାନାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଦୁଇଜଣ ମଦ୍ୟପ ଯୁବକ ଅଜବ କାଣ୍ଡ କରିଛନ୍ତି। ଯୁବକଦ୍ୱୟ ମଦ ନିଶାରେ ବିବାହ କରିବା ପରେ ୧୦ ହଜାର…

4 years ago