ଜାତୀୟ

ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇଲେ ବିକ୍ଷୋଭକାରୀ

ହାଇଦ୍ରାବାଦ,୨୫।୫: ଆନ୍ଧ୍ରପ୍ରଦେଶର ନବଗଠିତ ଜିଲା କୋନାସୀମା ନଁା ବଦଳାଇ ଏହାକୁ ବି.ଆର୍‌. ଆମ୍ବେଡ୍‌କର କୋନାସୀମା କରିବା ପ୍ରସ୍ତାବ ବିରୋଧରେ ଆନ୍ଦୋଳନ ମଙ୍ଗଳବାର ହିଂସାତ୍ମକ ରୂପ ନେଇଛି। ଅମଲାପୁରମ୍‌…

4 years ago

ଜମ୍ମୁ-କଶ୍ମୀର ପୋଲିସ ମେଡାଲରୁ ଶେଖ୍‌ ଅବ୍‌ଦୁଲ୍ଲାଙ୍କ ଛବି ହଟିବ

ନୂଆଦିଲ୍ଳୀ,୨୫।୫: ଜମ୍ମୁ-କଶ୍ମୀର ପୋଲିସ ମେଡାଲରେ ଥିବା ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶେଖ୍‌ ଅବଦୁଲ୍ଲାଙ୍କ ଛବି ହଟାଯିବା ନେଇ ଜମ୍ମୁ-କଶ୍ମୀର ସରକାର ନିଷ୍ପତ୍ତି ନେଇଛନ୍ତି। ଅବଦୁଲ୍ଳାଙ୍କ ଛବି ବଦଳରେ…

4 years ago

କ୍ୱାଡ୍ ସମ୍ମିଳନୀରୁ ଫେରିଲେ ମୋଦି, ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟ ବୈଠକରେ ହେବେ ସାମିଲ

ନୂଆଦିଲ୍ଲୀ,୨୫ ।୫: ଜାପାନରେ ଅନୁଷ୍ଠିତ କ୍ୱାଡ୍ ଶିଖର ସମ୍ମିଳନୀରେ ଯୋଗ ଦେଇ ଦୁଇଦିନିଆ ବିଦେଶ ଗସ୍ତରୁ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୁଧବାର ସକାଳେ ପାଲମ…

4 years ago

ବର୍ଷା ତୁଷାରପାତ: ଚାର୍‌ଧାମ୍‌ ଯାତ୍ରା ବାଧାପ୍ରାପ୍ତ

ଡେରାଡୁନ୍‌,୨୫।୫: ପ୍ରବଳ ବର୍ଷା ସାଙ୍ଗକୁ ତୁଷାରପାତ ଯୋଗୁ ପ୍ରସିଦ୍ଧ ଚାର୍‌ଧାମ ଯାତ୍ରା ମଙ୍ଗଳବାର ବାଧାପ୍ରାପ୍ତ ହୋଇଛି। ଫଳରେ କେଦାରନାଥ ଓ ଯମୁନୋତ୍ରୀ ମନ୍ଦିର ଅଭିମୁଖେ ଯାଉଥିବା ହଜାର…

4 years ago

ତିହାର ଜେଲରେ ଚିତ୍ରା ରାମକ୍ରିଷ୍ଣାଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୨୫।୫: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ପରିଚାଳନା ନିର୍ଦ୍ଦେଶିକା ଚିତ୍ରା ରାମକ୍ରିଷ୍ଣାଙ୍କୁ ମଙ୍ଗଳବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ତିହାର ଜେଲରେ…

4 years ago

ହାଟରୁ ସ୍ତ୍ରୀଙ୍କ ପାଇଁ ଟିକିଲି କିଣିଲେ ଭୂପେଶ

ରାୟପୁର,୨୫।୫: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ମଙ୍ଗଳବାର ବସ୍ତର ଜିଲା ଚିତ୍ରକୋଟ ଅନ୍ତର୍ଗତ କିଲେପାଲ ଅଞ୍ଚଳ ପରିଦର୍ଶନ କରିବାକୁ ପହଞ୍ଚିଥିଲେ। ସେଠାରେ ଥିବା ଏକ ହାଟରେ ବୁଲିବା…

4 years ago

୩୦ ଗୁଣ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୨୫।୫: ଜଳବାୟୁ ପରିବର୍ତ୍ତନ ଯୋଗୁ ତାତି ବଢ଼ୁଛି। ଚଳିତ ବର୍ଷ ମାର୍ଚ୍ଚ-ଏପ୍ରିଲରେ ଭାରତ ଓ ପାକିସ୍ତାନରେ ସର୍ବାଧିକ ଗ୍ରୀଷ୍ମ ଲହର ଅନୁଭୂତ ହୋଇଥିଲା। ମନୁଷ୍ୟକୃତ ଜଳବାୟୁ ପରିବର୍ତ୍ତନର…

4 years ago

ଜେଲ ଜୀବନ: କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ସିଦ୍ଧୁ, ମିଳିବ ନାହିଁ ୩ ମାସର ପାରିଶ୍ରମିକ

ଚଣ୍ଡିଗଡ଼,୨୫ ।୫: ପଞ୍ଜାବର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ହୋଇଯାଇଛନ୍ତି । ୩୪ ବର୍ଷ ପୂର୍ବର ରୋଡ…

4 years ago

ଭାଜପାରେ ଯୋଗଦେଲେ ଏଏପି ନେତା ଅଜୟ କୋଠିୟାଲ

ଡେରାଡୁନ୍‌,୨୪।୫: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଥିବା ଅବସରପ୍ରାପ୍ତ କଲୋନେଲ୍‌ ଅଜୟ କୋଠିୟାଲ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

4 years ago

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ସମାଜବାଦୀ…

4 years ago