ଜାତୀୟ

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ…

4 years ago

‘ଭାଜପା, ଆର୍‌ଏସ୍‌ଏସ୍‌ ଭାଷାରେ କଥା ହେଉଛନ୍ତି କପିଲ ସିବଲ’

ନୂଆଦିଲ୍ଲୀ,୧୫।୩: କଂଗ୍ରେସ ଓ୍ବାର୍କିଂ କମିଟି (ସିଡ୍ଲ୍ୟୁସି)ବୈଠକ ପରେ ପୁଣି ଥରେ କଂଗ୍ରେସରେ ଆନ୍ତଃ କନ୍ଦଳ ଦେଖାଦେଇଛି। ଦଳର ବରିଷ୍ଠ ନେତା କପିଲ ସିବଲ ଭାଜପା ଏବଂ ଆର୍‌ଏସ୍‌ଏସ୍‌…

4 years ago

ହାଇକୋର୍ଟଙ୍କ ନିଷ୍ପତ୍ତିରେ ସହମତ ନାହାନ୍ତି ଓଓ୍ବାଇସି

ନୂଆଦିଲ୍ଲୀ,୧୫।୩: ହିଜାବ ପିନ୍ଧିବା ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ହାଇକୋର୍ଟ କହିଛନ୍ତି, ହିଜାବ ଇସଲାମର ଏକ ବାଧ୍ୟତାମୂଳକ…

4 years ago

ହିଜାବ ବିବାଦ: ପରୀକ୍ଷା ଅଧାରେ ଛାଡ଼ି ପଳାଇଆସିଲେ ଛାତ୍ରୀ

ବେଙ୍ଗାଲୁରୁ,୧୫।୩: ହିଜାବ ଉପରେ କର୍ନାଟକ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ବି ୟାଦଗିରର ସୁରପୁରା ତହସିଲର କେମ୍ବାଭି ସରକାରୀ ପୀୟୁ କଲେଜରେ ଏହାକୁ ବିରୋଧ କରାଯାଇଛି। ଉକ୍ତ କଲେଜର…

4 years ago

ପାକିସ୍ତାନରେ ପଡ଼ିଥିବା ମିସାଇଲ ଉପରେ ବିବୃତି ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୫।୩: ମାର୍ଚ୍ଚ ୯ରେ ପାକିସ୍ତାନରେ ପଡିଥିବା ଭାରତୀୟ ମିସାଇଲ ସମ୍ପର୍କରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ସଂସଦରେ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପ୍ରତିଦିନ…

4 years ago

ବୁଧବାରଠାରୁ ୧୨ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ପାଇଁ ପଞ୍ଜିକରଣ ଆରମ୍ଭ

ନୂଆଦିଲ୍ଲୀ,୧୫।୩: କରୋନା ବିରୋଧରେ ଲଢ଼େଇ ପାଇଁ ଦେଶରେ କେନ୍ଦ୍ର ସରକାର ଟିକାକରଣ ଅଭିଯାନକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ୧୨ବର୍ଷରୁ ୧୪ବର୍ଷର ବୟସ୍କ ପିଲାଙ୍କୁ କରୋନା…

4 years ago

ଆଉ ଏକ ଇତିହାସ ରଚିବାକୁ ଯାଉଛି ଏଏପି

ଚଣ୍ଡିଗଡ଼,୧୫ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ୯୨ ଆସନରେ ବିଜୟୀ ହୋଇ ସରକାର ଗଢିବାକୁ ଯାଉଥିବା ଆମ ଆଦମୀ ପାର୍ଟି(ଏଏପି) ଏବେ ଆଉ ଏକ ଇତିହାସ ରଚିବାକୁ…

4 years ago

କୋର୍ଟର ନିର୍ଦ୍ଦେଶ ପାଳନ କର

ବେଙ୍ଗାଲୁରୁ,୧୫।୩: ସ୍କୁଲ ଓ କଲେଜରେ ମୁସଲିମ୍‌ ଝିଅମାନେ ହିଜାବ ପିନ୍ଧିବା ଉପରେ କନର୍ର୍ାଟକ ହାଇକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ହିଜାବ ବିବାଦରେ କୋର୍ଟ ଏହି…

4 years ago

ଭାଜପା ନେତାଙ୍କ ପୁଅ/ଝିଅଙ୍କୁ ଟିକେଟ୍‌ ନ ମିଳିବା ପାଇଁ ମୁଁ ଦାୟୀ: ମୋଦି

ନୂଆଦିଲ୍ଲୀ,୧୫।୩: ଭାଜପା ସଂସଦୀୟ ଦଳର ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ୍ବେଦକର ଇଣ୍ଟରନ୍ୟାଶନାଲ୍‌ ସେଣ୍ଟରରେ ପହଞ୍ଚିଥିଲେ। ରାଜନାଥ…

4 years ago

ଟିଏମ୍‌ସିରେ ଯୋଗ ଦେଲେ ଶତ୍ରୁଘ୍ନ ସିହ୍ନା

କୋଲକାତା,୧୫।୩: ଅଭିନେତା ଶତ୍ରୁଘ୍ନ ସିହ୍ନା ମଙ୍ଗଳବାର ଭାରତୀୟ ଜାତୀୟ କଂଗ୍ରେସ ଛାଡି ତ୍ରୁଳମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ଏ ନେଇ ସିହ୍ନା ନିଜେ ଟୁଇଟ୍‌ ଯୋଗେ ସୂଚନା…

4 years ago