ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଦ୍ରୁତ…
ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି ହୋଇଛନ୍ତି।…
ଚଣ୍ଡିଗଡ଼,୧୯।୨: ଅଭିନେତା ଦୀପ ସିଦ୍ଧୁ ମୃତ୍ୟୁ ମାମଲାରେ ସମ୍ପୃକ୍ତ ଟ୍ରକ ଡ୍ରାଇଭରଙ୍କୁ ହରିୟାଣା ପୋଲିସ ଗିରଫ କରିଛି। ହରିୟାଣାର ନୁହ ଜିଲାରେ ଡ୍ରାଇଭର କାସିମର ଘର। ହରିୟାଣା…
ଲକ୍ଷ୍ନୌ,୧୯ ।୨: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ଅଭିନୟ ପାଇଁ ଯେତିକି ଚର୍ଚ୍ଚିତ ସେତିକି ଚର୍ଚ୍ଚିତ ତାଙ୍କ ବେକାବୁ ବୟାନକୁ ନେଇ । ଅନେକ ସମୟରେ…
ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ ସେ…
ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ…
ନୂଆଦିଲ୍ଲୀ,୧୯ ।୨: କରୋନା ମହାମାରୀ ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟା ଏବେ ଏକ ଖେଳ ବୋଲି ମନେ ହେଉଛି । ଇତି ମଧ୍ୟରେ ଫେବୃୟାରୀରେ ୧୫ ହଜାରରୁ…
ନୂଆଦିଲ୍ଲୀ,୧୯ ।୨: ସାରା ଦେଶରେ ସ୍ୱଚ୍ଛତାକୁ ନେଇ ସବୁଠାରୁ ଆଗରେ ଥିବା ମଧ୍ୟପ୍ରଦେଶର ଇନ୍ଦୋର ସହର ଏବେ ଆବର୍ଜନାରୁ ବି ଶକ୍ତି ଉତ୍ପାଦନ କରିବାରେ ସକ୍ଷମ ହୋଇଛି…
ଉଜ୍ଜୟିନୀ,୧୯ ।୨: ମହାଶିବରାତ୍ରୀ ପୂର୍ବରୁ ଉଜ୍ଜୟିନୀରେ ଥିବା ମହାକାଳ ମନ୍ଦିର ପ୍ରଶାସନ ଶିବଭକ୍ତଙ୍କୁ ଏକ ବଡ ଉପହାର ଦେଇଛନ୍ତି । ପୁଣିଥରେ ମହାକାଳେଶ୍ୱର ମନ୍ଦିରରେ ଭଷ୍ମ ଆଳତି…
ନୂଆଦିଲ୍ଲୀ,୧୯ ।୨: ଦେଶରେ ଚାଲିଥିବା ହିଜାବ ବିବାଦକୁ ନେଇ ପାକିସ୍ତାନ ଏଜେଣ୍ଟଙ୍କ ଟୁଇଟକୁ ରି ଟୁଇଟ କରି ଏବେ ଅଡୁଆରେ ଫସି ଯାଇଛନ୍ତି କଂଗ୍ରେସର ବରିଷ୍ଠ ନେତା…