ଜାତୀୟ

ନିର୍ବାଚନ ପରବର୍ତ୍ତୀ ହିଂସାରେ ୭ ଗିରଫ

କୋଲକାତା,୨୫।୭: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ଶ୍ରୀଧର ଦାସଙ୍କ ମୃତ୍ୟୁ ଘଟଣାରେ ସୋମବାର କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ୭ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

4 years ago

ବିଷାକ୍ତ ମଦ ପିଇ ୪ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି

ଅହମଦାବାଦ,୨୫।୭: ଗୁଜରାଟର ବୋଟାଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବୋଟାଡ ଜିଲା ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କୁ…

4 years ago

ଗୁଜରାଟ ପରେ ଏଏପିର ହିମାଚଳ ମିଶନ

ଶିମ୍‌ଲା,୨୫।୭: ଆସନ୍ତା ବର୍ଷ ଗୁଜରାଟ ଓ ହିମାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ରହିଛି। ଏହି ପରିପ୍ରେକ୍ଷୀରେ କିଛି ଦିନ ତଳେ ଗୁଜରାଟ ଗସ୍ତ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

4 years ago

ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି: ଏମ୍ସ

କୋଲକାତା/ଭୁବନେଶ୍ୱର,୨୫।୭(ବ୍ୟୁରୋ): ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ଥିବା କହିଛି ଭୁବନେଶ୍ୱର…

4 years ago

ମୁହଁ ଖୋଲିଲେ ମମତା: ଦୋଷୀ ସାବ୍ୟସ୍ତ ହେଲେ ମିଳୁ ଆଜୀବନ କାରାଦଣ୍ଡ

କୋଲକାତା,୨୫।୭: ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ(ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପୋଲିସ ଶନିବାର ଗିରଫ କରିଛି। ରାଜ୍ୟ ସରକାରଙ୍କ…

4 years ago

ଲୋକ ସଭାରେ ହଟ୍ଟଗୋଳ କରି ନିଲମ୍ବିତ ହେଲେ କଂଗ୍ରେସର ୪ଏମ୍‌ପି

ନୂଆଦିଲ୍ଲୀ,୨୫।୭: ସଂସଦରେ ଚାଲିଛି ମୌସୁମୀ ଅଧିବେଶନ। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦର ବୃଦ୍ଧି, ବେରୋଜଗାରକୁ ପ୍ରସଙ୍ଗ କରି ଗୃହରେ ହଟ୍ଟଗୋଳ ଚଳାଇଛନ୍ତି। ଇତିମଧ୍ୟରେ ସୋମବାର କଂଗ୍ରେସର…

4 years ago

ଦ୍ରୌପଦୀଙ୍କ ସହ କାମ କରିବାକୁ ପ୍ରସ୍ତୁତ- ସି ଜିନପିଙ୍ଗ୍‌

ନୂଆଦିଲ୍ଲୀ,୨୫।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ  ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହୋଇଥିବା ଦ୍ରୌପଦୀଙ୍କୁ ଦେଶ ଓ…

4 years ago

ହେଲିକପ୍ଟରରେ ବସି କାଉଡିଆଙ୍କ ଉପରେ ଫୁଲବର୍ଷା କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫।୭: ଶ୍ରାବଣର ଦ୍ୱିତୀୟ ସୋମବାର ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହେଲିକପ୍ଟରରେ ବସି କାଉଡି ଯାତ୍ରାର ସର୍ବେକ୍ଷଣ କରିଛନ୍ତି। ଏହି ଅବସରରେ ସେ କାଉଡିଆଙ୍କ ଉପରେ ଫୁଲବର୍ଷା…

4 years ago

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ: ଦୁଇ ସପ୍ତାହ ମଧ୍ୟରେ ବିଦ୍ୟାଳୟରେ ଏହା ଦ୍ୱିତୀୟ ଘଟଣା

ତିରୁଭାଲୁର,୨୫।୭: ତାମିଲନାଡୁର ତିରୁଭାଲୁର ଜିଲା ସାକ୍ରେଡ ହାର୍ଟ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ସୋମବାର ପୋଲିସ ଜଣେ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି। ଛାତ୍ରୀ ଜଣକ…

4 years ago

‘ବେଳେବେଳେ ମନକୁ ଆସୁଛି ରାଜନୀତି ଛାଡିଦେବି’

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ନିଜ ସଚ୍ଚୋଟତା ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ବିଷୟ ଯାହା ବି ହେଉ, ସେ ଖୋଲାଖୋଲି ଭାବରେ ନିଜର…

4 years ago