ଜାତୀୟ

‘ସୁଭାଷ ବୋଷଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟୁ’

ନୂଆଦିଲ୍ଲୀ,୨୪।୧ (ପି.ଟି.): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅନ୍ତର୍ଦ୍ଧାନ ଏବେ ଲୋକପ୍ରିୟ ଲୋକକଥାର ଅଂଶବିଶେଷ ହୋଇଗଲାଣି। ନେତାଜୀଙ୍କ ପ୍ରତିମୂର୍ତ୍ତି ନୁହେଁ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟାଯିବା…

4 years ago

ଯୋଗୀଙ୍କ ଧ୍ରୁବୀକରଣ ରାଜନୀତି

ଲକ୍ଷ୍ନୌ,୨୪ା୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଗାଜିଆବାଦରେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି।…

4 years ago

କେନ୍ଦ୍ର ପ୍ରସ୍ତାବକୁ ବିରୋଧ ବଢୁଛି

ନୂଆଦିଲ୍ଲୀ,୨୪ା୧(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) କ୍ୟାଡର ରୁଲ୍ସ, ୧୯୫୪ରେ ସଂଶୋଧନ ଆଣିବାକୁ ଯାଉଛନ୍ତି। ତାହା ହେଲା ଉକ୍ତ ରୁଲ୍ସର ରୁଲ୍‌ ୬ରେ ଏକ…

4 years ago

ମାଲିରେ ଫସିଛନ୍ତି ଝାଡ଼ଖଣ୍ଡର ୩୩ ଶ୍ରମିକ

ରାଞ୍ଚତ୍,୨୪ା୧: ଆଫ୍ରିକୀୟ ଦେଶ ମାଲିରେ ବିଦ୍ୟୁତ୍‌ ଲାଇନ ବିଛାଯିବା କାମରେ ନିୟୋଜିତ ଝାଡଖଣ୍ଡର ୩୩ ଶ୍ରମିକ ଫସିଛନ୍ତି। ସେମାନେ ଭାରତ ଫେରିବା ପାଇଁ କେନ୍ଦ୍ର ସରକାର ଓ…

4 years ago

ଉତ୍ପଳ ପାରିକରଙ୍କୁ ଭାଜପାର ଅନୁରୋଧ

ପଣଜି,୨୪ ।୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ସ୍ୱର୍ଗତ ମନୋହର ପାରିକରଙ୍କର ପୁଅ ଉତ୍ପଳ ପାରିକରଙ୍କୁ ଏଥର ବିଧାନସଭା ନିର୍ବାଚନରେ…

4 years ago

ସିଦ୍ଧୁଙ୍କର ବୁଦ୍ଧି ନାହିଁ: ଅମରିନ୍ଦର

ଚଣ୍ଡିଗଡ଼, ୨୪ ।୧: ଆସନ୍ତା ମାସରେ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ରବିବାର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ…

4 years ago

‘ଜାପାନର ରେଙ୍କୋଜୀ ମନ୍ଦିରରେ ଥିବା ପାଉଁଶର ଡିଏନ୍‌ଏ ଟେଷ୍ଟ କରାଯାଉ’

ନୂଆଦିଲ୍ଲୀ,୨୩।୧ : ନେତାଜୀ ସୁବାଷ ଚନ୍ଦ୍ର ବୋସ ୧୯୪୫ ଅଗଷ୍ଟ ୧୮ ତାରିଖରେ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଶବଦାହ ପରେ ତାଙ୍କ ପାଉଁଶକୁ ଜାପାନର ରେଙ୍କୋଜୀ…

4 years ago

ଉତ୍ତରପ୍ରଦେଶରେ ପରିବର୍ତ୍ତନ ଚାହୁଁଛନ୍ତି ଲୋକେ !…

ଲକ୍ଷ୍ନୌ, ୨୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହଁୁଥିବା ଏକ ସର୍ଭେରୁ ଜଣାପଡିଛି। ଏବିପି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ୨୦ ନଭେମ୍ବର,…

4 years ago

ଗୋଟିଏ ମିନିଟ୍‌ରେ ଆଙ୍ଗୁଠିରେ ମାରିଲେ ୧୦୯ ପୁଶ ଅପ୍ସ

ଇମ୍ଫାଲ,୨୩।୧: ଆଙ୍ଗୁଠି ସହାୟତାରେ ଗୋଟିଏ ମିନିଟ୍‌ରେ ପୁଶ୍‌ ଅପ୍ସ ମାରିବାରେ ନୂଆ ଗିନିଜ ଓ୍ବାଲର୍‌ଡ ରେକର୍ଡ କରିଛନ୍ତି ମଣିପୁରର ଥୋଉନାଓଜାମ ନିରାଞ୍ଜୟ। ୨୪ ବର୍ଷୀୟ ଯୁବକ ଗୋଟିଏ…

4 years ago

ନେତାଜୀଙ୍କ ୨୮ ଫୁଟ ଉଚ୍ଚ ହଲୋଗ୍ରାମ ପ୍ରତିମା ଲୋକାର୍ପିତ…

ନୂଆଦିଲ୍ଲୀ, ୨୩।୧ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ୍‌ଠାରେ ୨୮ ଫୁଟ ଉଚ୍ଚ…

4 years ago