ନୂଆଦିଲ୍ଲୀ,୧୩ ।୧: କରୋନାର ତୃତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ସମୟରେ ପ୍ରଥମଥର ଲାଗି ଗତ ୨୪ ଘଣ୍ଟାରେ ଗୁରୁବାର ୧୨ଟା ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୨,୪୫,୫୨୫…
ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ ଗଳ-ଓଓଓ…
ପୁଣେ,୧୨।୧: କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି ମହାରାଷ୍ଟ୍ରର…
ହାସନ (କର୍ନାଟକ),୧୨।୧: ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଉଲଗ୍ନ କରି ଚଲାଇଛନ୍ତି ସ୍ଥାନୀୟ ଲୋକେ। ଏଭଳି ଘଟଣା ଘଟିଛି…
ନୂଆଦିଲ୍ଲୀ,୧୨।୧: ଭାରତୀୟ ଏରୋସ୍ପେସ୍ ଇଞ୍ଜିନିୟର ଓ ରକେଟ ସାଇଣ୍ଟିଷ୍ଟ ଡ. ଏସ୍ ସୋମନାଥଙ୍କୁ ଭାରତୀୟ ମହାକାଶ ରିସର୍ଚ୍ଚ ସଂଗଠନ (ଇସ୍ରୋ)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି।…
ନୂଆଦିଲ୍ଲୀ,୧୨।୧: ୧୯୪୭ରେ ଭାରତ-ପାକିସ୍ତାନ ବିଭାଜନ ବେଳେ ପରସ୍ପରଠୁ ବିଚ୍ଛେଦ ହୋଇଯାଇଥିଲେ ଦୁଇ ଭାଇ। ବିଚ୍ଛେଦ ହେବାର ୭୪ ବର୍ଷ ପରେ ଦୁଇ ଭାଇ ପରସ୍ପରକୁ ଭେଟିଛନ୍ତି ପଞ୍ଜାବର…
ନୂଆଦିଲ୍ଲୀ,୧୨ା୧: ଆଜି ହେଉଛି କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀଙ୍କ ଜନ୍ମଦିନ। ପ୍ରିୟଙ୍କା ୧୨ ଜାନୁୟାରୀ ୧୯୭୨ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ସ୍ବାମୀ ରବର୍ଟ ଭଦ୍ରା…
ନୂଆଦିଲ୍ଲୀ,୧୨।୧: ଯୋଗୀ ଆଦିତ୍ୟନାଥଙ୍କ ସରକାରରୁ ଇସ୍ତଫା ଦେବାର ଦିନକ ପରେ ଓବିସି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ବିରୋଧରେ ଜାରି ହୋଇଛି ଓ୍ବାରେଣ୍ଟ। ୨୦୧୪ରେ ହିନ୍ଦୁ ଦେବାବେଦୀଙ୍କ…
ନୂଆଦିଲ୍ଲୀ, ୧୨।୧ : ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିଛନ୍ତି ଯେ ଘର ତିଆରି ପାଇଁ ଶାଶୁଘରରୁ ଟଙ୍କା ମାଗିବାକୁ ମଧ୍ୟ ଯୌତୁକ ଭାବେ ବିବେଚନା କରାଯିବ।…
ନୂଆଦିଲ୍ଲୀ,୧୨।୧: ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍ ଛାଡ଼ିଛନ୍ତି ଆଉ ଜଣେ ମନ୍ତ୍ରୀ ଦାରା ସିଂ ଚୌହ୍ବାନ। ଦୁଇ ଦିନରେ ଭାଜପା ଛାଡ଼ିବାରେ…