ଜାତୀୟ

ପଶ୍ଚିମବଙ୍ଗରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥରମାଡ଼

କୋଲକାତା,୧୧।୬: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଦିଆଯାଇଥିବା ବିବାଦୀୟ ବୟାନକୁ ନେଇ ଏବେ ଦେଶର ବିଭିନ୍ନ ପ୍ରାନ୍ତରେ ହିଂସାକାଣ୍ଡ ଘଟିବା ସହ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପଥରମାଡ଼ ଦିନକୁ…

4 years ago

ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ

ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା ପ୍ରଶାସନ…

4 years ago

୨୪ ଘଣ୍ଟାରେ ୮ ହଜାର ଛୁଇଁଲା ସଂକ୍ରମଣ

ନୂଆଦିଲ୍ଲୀ,୧୧।୬: ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୨୯ ଜଣ ପଜିଟଭ୍‌ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ…

4 years ago

‘ବିଧାନସଭା ନିର୍ବାଚନରେ ଭାଜପା ସମଦଶା ଭୋଗିବ’

ଜୟପୁର,୧୧।୬: ରାଜସ୍ଥାନରୁ ରାଜ୍ୟ ସଭାକୁ କଂଗ୍ରେସରୁ ୩ଜଣ ନିର୍ବାଚିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଅଭିନନ୍ଦନ ଜଣାଇଛନ୍ତି। ଅନ୍ୟପକ୍ଷରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ସୁଭାଷ ଚନ୍ଦ୍ରା…

4 years ago

ପଶୁଙ୍କ ପାଇଁ ଆସିଲା କୋଭିଡ୍‌ ଟିକା

ନୂଆଦିଲ୍ଳୀ,୧୧।୬: ହରିୟାଣାର ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚର ରିସର୍ଚ୍ଚ (ଆଇସିଏଆର୍‌) ଏବଂ ନ୍ୟାଶନାଲ ରିସର୍ଚ୍ଚ ସେଣ୍ଟର (ଏନ୍‌ଆର୍‌ସି) ମିଳିତ ଭାବେ ପଶୁଙ୍କ ପାଇଁ କରୋନା ଭାକ୍ସିନ ‘ଏନୋକୋଭାକ୍ସ’…

4 years ago

ହାରିଗଲେ ସୁଭାଷ ଚନ୍ଦ୍ରା

ଜୟପୁର,୧୧।୬: ରାଜସ୍ଥାନରୁ ରାଜ୍ୟ ସଭା ପାଇଁ ଲଢ଼ୁଥିବା ଭାଜପା ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀ ସୁଭାଷ ଚନ୍ଦ୍ରା ହାରିଯାଇଛନ୍ତି। ବିଜୟ ପାଇଁ ୪୧ ଭୋଟ ଆବଶ୍ୟକ ଥିବାବେଳେ ତାଙ୍କୁ…

4 years ago

ଶୁକ୍ରବାର ନମାଜ ପରେ କିଛି ରାଜ୍ୟରେ ବ୍ୟାପିଛି ହିଂସା, ହାୱଡାରେ ଇଣ୍ଟରନେଟ ବନ୍ଦ

କୋଲକାତା,୧୧ ।୬: ପ୍ରଫେଟ ମହମ୍ମଦଙ୍କୁ ନେଇ ନୁପୁର ଶର୍ମା ଦେଇଥିବା ଟିପ୍ପଣିକୁ ବିରୋଧ କରି ଏବେ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଛି । ଭାଜପାରୁ ନିଲମ୍ବିତ…

4 years ago

ରାଞ୍ଚି ହିଂସାରେ ଆହତ ୨ବ୍ୟକ୍ତିଙ୍କ ଜୀବନ ଗଲା

ରାଞ୍ଚି,୧୧।୬: ପ୍ରଫେଟ ମହମ୍ମଦ ବିରୋଧରେ ବିବାଦୀୟ ବୟାନ ଦେଇ ବିବାଦ ଘେରରେ ରହିଥିବା ଭାଜପାର ୨ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମା ଓ ନବୀନ କୁମାର ଜିନ୍ଦଲଙ୍କୁ ଗିରଫ…

4 years ago

ବିଭ୍ରାନ୍ତିକର ବିଜ୍ଞାପନ ରୋକିବାକୁ କେନ୍ଦ୍ରର ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୧୧।୬: ବିଭ୍ରାନ୍ତିକର ବିଜ୍ଞାପନ ରୋକିବା ଲାଗି କେନ୍ଦ୍ର ସରକାର ଶୁକ୍ରବାର ଏକ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏଥିରେ ସରୋଗେଟ୍‌ ବା ପରୋକ୍ଷ ବିଜ୍ଞାପନକୁ ନିଷେଧ କରାଯାଇଛି। ଗ୍ରାହକଙ୍କୁ…

4 years ago

ଲଦାଖ ସୀମାରେ ଚାଇନାର ୨୫ ଫ୍ରଣ୍ଟଲାଇନ ଜେଟ୍‌

ନୂଆଦିଲ୍ଲୀ,୧୧।୬: ପୂର୍ବ ଲଦାଖ ସେକ୍ଟର ନିକଟ ହୋଟନ ଏୟାରବେସ୍‌ରେ ଚାଇନା ବାୟୁସେନା ୨୫ଟି ଫ୍ରଣ୍ଟଲାଇନ ଯୁଦ୍ଧବିମାନ ମୁତୟନ କରିଥିବା ଜଣାପଡ଼ିଛି। ସେଥିରେ ଜେ-୧୧ ଏବଂ ଜେ-୨୦ ଯୁଦ୍ଧବିମାନ…

4 years ago