ଜାତୀୟ

ନିର୍ବାଚନ ଆଇନ ସଂଶୋଧନ ବିଲ, ୨୦୨୧ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୦।୧୨: ନିର୍ବାଚନ ଆଇନ (ସଂଶୋଧନ) ବିଲ,୨୦୨୧ ଲୋକ ସଭାରେ ଆଗତ କରାଯାଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ ବ୍ୟବସ୍ଥା…

4 years ago

ଓମିକ୍ରନକୁ ନେଇ ତତ୍ପର କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀରେ ଓମିକ୍ରନର ବଢୁଥିବା ବିପଦକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ସୋମବାର କ୍ୟାବିନେଟ ଏବଂ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବୈଠକ କରିଛନ୍ତି। ଏଥିରେ…

4 years ago

ଇଡିରେ ହାଜର ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ,୨୦ା୧୨: ବହୁ ଚର୍ଚ୍ଚିତ ପାନାମା ପେପର୍ସ ମାମଲାରେ ବଚ୍ଚନ ପରିବାର ପାଇଁ ଅଡୁଆ ବଢ଼ିଛି। ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ଇଡିରେ…

4 years ago

ଅନୁପ୍ରବେଶ ଉଦ୍ୟମ ବିଫଳ: ପାକିସ୍ତାନ ଡ୍ରୋନ୍‌କୁ ଉଡାଇ ଦେଲା ବିଏସଏଫ

ଚଣ୍ଡିଗଡ,୨୦।୧୨: ପଞ୍ଜାବର ଗୁରୁଦାସପୁରରେ ଭାରତ-ପାକିସ୍ତାନ ସୀମାରେ ପାକିସ୍ତାନ ଡ୍ରୋନ୍‌ର ଅନୁପ୍ରବେଶ ଉଦ୍ୟମ ବିଫଳ କରିଛି ବିଏସଏଫ୍‌। ଭାରତ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିଲା ବେଳେ ବିଏସଏଫ…

4 years ago

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା ନେଇ…

4 years ago

ବଜେଟ ପରେ ବଦଳୁନାହିଁ ସ୍ବାସ୍ଥ୍ୟସେବା

ନୂଆଦିଲ୍ଲୀ,୨୦।୧୨: ଦେଶବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସରକାର ପ୍ରତିବର୍ଷ ବଜେଟରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଛନ୍ତି। ହେଲେ ବାସ୍ତବରେ ଉକ୍ତ ଅର୍ଥ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କିପରି…

4 years ago

ତେଲେଙ୍ଗାନାରେ ପ୍ରଥମଥର ବିବାହ କଲେ ସମଲିଙ୍ଗୀ ଯୋଡି

ହାଇଦ୍ରାବାଦ,୨୦।୧୨: ତେଲେଙ୍ଗାନାରେ ପ୍ରଥମଥର ସମଲିଙ୍ଗୀ ଯୋଡି ସୁପ୍ରିୟୋ ଚକ୍ରବର୍ତ୍ତୀ ଏବଂ ଅଭୟ ଡାଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପ୍ରାୟ ଏକ ଦଶନ୍ଧି ଧରି ପ୍ରେମ ସମ୍ପର୍କରେ…

4 years ago

ଆତ୍ମହତ୍ୟା ଉଦ୍ୟମ କଲେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ,୨୦।୧୨: ରୋହିଣୀ କୋର୍ଟରେ ବିସ୍ଫୋରଣ ଖଞ୍ଜିଥିବା ଅଭିଯୋଗରେ ଡିଆର୍‌ଡିଓ ବୈଜ୍ଞାନିକ ଭାରତ ଭୂଷଣ କଟାରିଆ ଜେଲ୍‌ ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର…

4 years ago

ଫଶିଲେ ଐଶ୍ୱର୍ଯ୍ୟା

ମୁମ୍ବାଇ,୨୦।୧୨: ବହୁ ଚର୍ଚ୍ଚିତ ପାନାମା ପେପର ଲିକ ମାମଲାରେ ବଚ୍ଚନ ପରିବାରର ବୋହୂ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସୋମବାର ଦିଲ୍ଲୀର ଲୋକନାୟକ ଭବନରେ ଇଡିରେ ହାଜର…

4 years ago

‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’

ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ ଦଳ…

4 years ago