ନୂଆଦିଲ୍ଲୀ, ୬।୧୨(ପି.ଟି.): ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଆଇନ ଅନୁଯାୟୀ ହ୍ବିସିଲ୍ବ୍ଲୋୟର ବିବେଚନା କରାଯାଇପାରିବ ନାହିଁ। କାରଣ ତାଙ୍କର ବଦଳି ହେବା ପରେ ଯାଇ…
ଶ୍ରୀନଗର, ୬।୧୨: କୃଷି ଆଇନ ବିରୋଧରେ ଚାଷୀମାନେ ଦୀର୍ଘଦିନ ଆନ୍ଦୋଳନ ଚଳାଇବା ପରେ ଏହାକୁ ରଦ୍ଦ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ବର୍ଷେରୁ ଊର୍ଦ୍ଧ୍ୱ ସମୟ…
ନୂଆଦିଲ୍ଲୀ, ୬ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ସୋମବାର ଭାରତ ଆସିବେ। ୨୧ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗଦେବେ। ୨୦୧୯ ନଭେମ୍ବରରେ ବ୍ରିକ୍ସ ସମ୍ମିଳନୀ ପରଠାରୁ…
ମଥୁରା,୬ ।୧୨: ସୋମବାର ସକାଳୁ ମଥୁରାବାସୀଙ୍କ ନିଦ ଭାଙ୍ଗିବା ବେଳକୁ ସେମାନେ ତାଙ୍କ ସହରକୁ ଏକ କିଲା ଭାବେ ଦେଖିବାକୁ ପାଇଛନ୍ତି । ବିଶେଷକରି କୃଷ୍ଣ ଜନ୍ମଭୂମୀ…
ନୂଆଦିଲ୍ଲୀ,୬ ।୧୨: ବିଶ୍ୱର ପ୍ରାୟ ୩୮ଟି ଦେଶରେ ପହଞ୍ଚି ସାରିଥିବା କରୋନାର ଓମିକ୍ରନ୍ ଭାରିଏଣ୍ଟ ଭାରତରେ ବି ଦ୍ରୁତ ଗତିରେ ମାଡି ଚାଲିଛି । କାରଣ ଗତ…
ନୂଆଦିଲ୍ଲୀ,୬ ।୧୨: ଧୀରେ ଧୀରେ ଓମିକ୍ରନ୍ ଭାରିଏଣ୍ଟ ତା’ର କାୟା ବିସ୍ତାର କରିବା ଆରମ୍ଭ କରି ଦେଇଛି । ରାଜଧାନୀ ଦିଲ୍ଲୀରେ ଜଣେ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…
ନୂଆଦିଲ୍ଲୀ,୬ ।୧୨: ବର୍ଷକରୁ ଊର୍ଦ୍ଧ୍ୱ ସମୟ ଧରି ଜାରି ରହିଥିବା କୃଷକ ଆନ୍ଦୋଳନ ଶୀଘ୍ର ଶେଷ ହୋଇପାରେ ବୋଲି ଅନୁମାନ କରାଯାଇଛି । ମୃତ କୃଷକଙ୍କ ପରିବାରକୁ…
କାନପୁର,୬।୧୨: ଭାରତରେ କୋଭିଡ୍-୧୯ର ତୃତୀୟ ଲହର ଆସନ୍ତା ବର୍ଷ ଜାନୁୟାରୀ-ଫେବୃୟାରୀ ବେଳକୁ ଶୀର୍ଷ ଛୁଇଁପାରେ ବୋଲି ଆଇଆଇଟି କାନପୁରର ପ୍ରଫେସର ମଣୀନ୍ଦ୍ର ଅଗ୍ରଓ୍ବାଲ ଦାବି କରିଛନ୍ତି। ଭାରତରେ…
ହାଇଦ୍ରାବାଦ୍,୬।୧୨: ବ୍ଲାଉଜ ପାଇଁ ସ୍ବାମୀଙ୍କ ସହ ଝଗଡ଼ା ପରେ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି। ରବିବାର ଏଭଳି ଘଟଣା ଘଟିଛି ହାଇଦ୍ରାବାଦ୍ରେ। ମୃତକ ହେଲେ ୩୫ ବର୍ଷୀୟା…
ମୁମ୍ବାଇ,୫।୧୨: ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ରବିବାର ମୁମ୍ବାଇ ବିମାନ ବନ୍ଦରରେ ଇମିଗ୍ରେଶନ ଅଧିକାରୀ ରୋକି ଦେଇଛନ୍ତି। ସୁକେଶ ଚନ୍ଦ୍ରଶେଖରଙ୍କ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କ…