ଜାତୀୟ

ପରିବାରବର୍ଗଙ୍କୁ ଫେରାଯିବ ଦୁଇ ବ୍ୟବସାୟୀଙ୍କ ଶବ

ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର ହାଇଦରପୋରା କମ୍ପ୍ଲେକ୍ସରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ସହ ୨ ବ୍ୟବସାୟୀ ପ୍ରାଣ ହରାଇଥିଲେ। ଶ୍ରୀନଗର ପୋଲିସ ଉଭୟ ବ୍ୟବସାୟୀ (ମହମ୍ମଦ ଅଲତାଫ ଭଟ…

4 years ago

ଜଳଖିଆରୁ ବାହାରିଲା ମଲା ସାପ

ୟାଦଗିର(କର୍ନାଟକ),୧୮।୧୧: କର୍ନାଟକର ଏକ ଆବାସିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ପିଲାଙ୍କ ପାଇଁ ପ୍ରସ୍ତୁତ ଜଳଖିଆରୁ ଏକ ମଲା ସାପ ବାହାରିଛି। ଫଳରେ ୫୬ ଛାତ୍ରୀଛାତ୍ରଙ୍କୁ ହସ୍ପିଟାଲରେ…

4 years ago

କୋର୍ଟରେ ଜଜ୍‌ଙ୍କୁ ପିଟିଲେ ପୋଲିସ ଅଧିକାରୀ

ମଧୁବନି(ବିହାର),୧୮।୧୧: କୋର୍ଟ ମଧ୍ୟରେ ଜଜ୍‌ଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଛନ୍ତି ଦୁଇ ଜଣ ପୋଲିସ କର୍ମୀ। ବିହାରର ମଧୁବନି ଜିଲାରେ ବୁଧବାର ଘଟିଛି ଏହି ଘଟଣା।…

4 years ago

‘ଯାହା ହେଉଛି ହେଉ, ମୁଁ ଚାଷୀଙ୍କ ସପକ୍ଷରେ କହିବି’

ନୂଆଦିଲ୍ଲୀ,୧୮।୧୧: ପରିଣାମ ଯାହା ହେଉ ପଛେ, ମୁଁ ଚାଷୀଙ୍କ ସପକ୍ଷରେ କହିବା ଜାରି ରଖିବି। ଏଭଳି କହି ଭାଜପାର ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମେଘାଳୟ ରାଜ୍ୟପାଳ…

4 years ago

ଅରୁଣାଞ୍ଚଳରେ ଦ୍ୱିତୀୟ ଏନକ୍ଲେଭ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ,୧୮।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ଦ୍ୱିତୀୟ ଏନ୍‌କ୍ଲେଭ ନିର୍ମାଣ କରିଛି। ଭାରତ ସୀମା ମଧ୍ୟରେ ନିର୍ମିତ ଏନ୍‌କ୍ଲେଭରେ ରହିଛି ୬୦ ବିଲ୍ଡିଂ। ଏକ ଜାତୀୟ ଗଣମାଧ୍ୟମ ହାତରେ…

4 years ago

ଭାଜପାକୁ ଚେତାବନୀ ଦେଲେ କେସିଆର

ହାଇଦ୍ରାବାଦ,୧୮।୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଧାନ କିଣା ପ୍ରସଙ୍ଗକୁ ନେଇ ଗୁରୁବାର ଭାଜପାକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଧାନ କିଣିଲେ ଏହାକୁ ଭାଜପା କାର୍ଯ୍ୟାଳୟରେ ଫିଙ୍ଗା…

4 years ago

ନୂଆ ଅବତାରରେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୮।୧୧: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଏବେ ନୂଆ ଅବତାରରେ ଦେଖିବାକୁ ମିଳିବ। ଅଭିନେତ୍ରୀରୁ କେନ୍ଦ୍ର ମନ୍ତ୍ରୀ ହୋଇଥିବା ସ୍ମୃତି ଏବେ ଲେଖାଲେଖିରେ ମନୋନିବେଶ କରିଛନ୍ତି। ତାଙ୍କ…

4 years ago

ସୁପ୍ରିମକୋର୍ଟ ଗଲେ ସୁରଜେୱାଲା

ନୂଆଦିଲ୍ଲୀ,୧୮।୧୧: ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ବ୍ୟୁରୋ (ସିବିଆଇ) ଏବଂ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବଢ଼ାଇବାକୁ ଅଧ୍ୟାଦେଶ ବିରୋଧରେ କଂଗ୍ରେସ ଗୁରୁବାର ସୁପ୍ରିମକୋର୍ଟରେ ମଧ୍ୟ…

4 years ago

ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ , ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୮।୧୧: ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା…

4 years ago

ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ ଥିବା…

4 years ago