ଜାତୀୟ

୮ ବର୍ଷରେ ସନ୍ନ୍ୟାସିନୀ

ସୁରଟ,୨୫।୪ : ଖେଳିବା ବୁଲିବା ବୟସରେ ଗୁଜରାଟ ଅହମଦାବାଦର ୮ ବର୍ଷୀୟା ଆଙ୍ଗି ବାଗ୍ରେଚ୍‌ ସନ୍ନ୍ୟାସିନୀ ହୋଇଛନ୍ତି। ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଆଙ୍ଗି ରବିବାର ସୁରଟରେ ଆୟୋଜିତ…

4 years ago

କେସିଆର୍‌ଙ୍କ ଦଳ ପାଇଁ କାମ କରିବ ଆଇପିଏସି

ଗୁଆହାଟୀ,୨୫।୪: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗଦେବା ଲାଗି କଥାବାର୍ତ୍ତା ଚାଲିଥିବାବେଳେ ସେପଟେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଦଳ ତେଲଙ୍ଗାନା ରାଷ୍ଟ୍ର…

4 years ago

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି କରାଯାଇଥିବା…

4 years ago

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪…

4 years ago

ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା…

4 years ago

ଲତା ଦିଦିଙ୍କୁ ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମୁମ୍ବାଇରେ ମାଷ୍ଟର ଦିନାନାଥ ମଙ୍ଗେଶକର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାରରେ…

4 years ago

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୪।୪: ପୁଲୱାମାର ପାହୁ ଅଞ୍ଚଳରେ ରବିବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ…

4 years ago

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ…

4 years ago

୧୪୩ ସାମଗ୍ରୀର ଦାମ୍‌ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…

ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା। ଇଣ୍ଡିଆନ…

4 years ago

୧୪ଦିନ ପାଇଁ ଜେଲ୍‌ ଗଲେ ନବନୀତ, ରବି

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର…

4 years ago