ଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୦।୮: ପାକିସ୍ତାନର ଏକ ଷଡ଼ଯନ୍ତ୍ର ପୁଣି ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ସେକ୍ଟରରେ ଏକ ଅନୁପ୍ରବେଶ ଉଦ୍ୟମକୁ ସେନା ଯବାନଙ୍କ ପକ୍ଷରୁ ପଣ୍ଡ କରାଯାଇଛି। ସେନା ଯବାନଙ୍କ…

4 years ago

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ ଫିରୋଜାବାଦ…

4 years ago

ସେପ୍ଟେମ୍ବର ୧ ରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୮: ସୁପ୍ରିମ୍‌କୋର୍ଟ ସେପ୍ଟେମ୍ବର ୧ଠାରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ଦୀର୍ଘ ୧୭ମାସ ଧରି ସୁପ୍ରିମ୍‌କୋର୍ଟରେ ପୁଣି ସାଧାରଣ ଭାବେ ଶୁଣାଣି କରାଯିବ। ତେବେ ଭର୍ଚ୍ୟୁଆଲ୍‌ ମାଧ୍ୟମରେ…

4 years ago

ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ…

4 years ago

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ…

4 years ago

ପୋଲିସ ଲାଠିମାଡ଼ରେ ଆହତ ଚାଷୀଙ୍କ ମୃତ୍ୟୁ

ଚଣ୍ଡିଗଡ଼, ୩୦।୮: ହରିୟାଣାର କର୍ନଲ ଜିଲାରେ ଶନିବାର ପୋଲିସ ଲାଠିମାଡ଼ରେ ଆହତ ଜଣେ ଚାଷୀଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବରିଷ୍ଠ ବିକେୟୁ ନେତା ଗୁରନାମ୍‌ ସିଂ ଚାଡୁନି…

4 years ago

ନାବାଳିକାଙ୍କୁ ଗଣବଳାତ୍କାର: ୭ ଅଭିଯୁକ୍ତ ନାବାଳକ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୩୦ା୮: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଏହି ଘୃଣ୍ୟ ଅପରାଧ ଭିଆଇଥିବା ସମସ୍ତ ୭ ଅଭିଯୁକ୍ତ ହେଉଛନ୍ତି ନାବାଳକ। ମୁଖ୍ୟ…

4 years ago

ସେପ୍ଟେମ୍ବର ୩୦ ଯାଏ ଅନ୍ତଃରାଷ୍ଟ୍ରୀୟ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ଅନ୍ତର୍ଜାତୀୟ ବିମାନ ସେବା କଟକଣାକୁ ସେପ୍ଟେମ୍ବର ୩୦ ଯାଏ ବଢ଼ାଇଛନ୍ତି। ଅର୍ଥାତ୍‌ ସେପ୍ଟେମ୍ବର ୩୦ ଯାଏ ବିଦେଶକୁ କମର୍ସିଆଲ ଫ୍ଲାଇଟଗୁଡ଼ିକ ବାତିଲ ରହିବ।…

4 years ago

ବୟାନ ନ ଦେଇ ସହର ଛାଡ଼ିଲେ ମହୀଶୂର ଗଣବଳାତ୍କାର ପୀଡ଼ିତା

ଲକ୍ଷ୍ନୌ, ୩୦।୮: କର୍ନାଟକର ମହୀଶୂର ଉପକଣ୍ଠ ଚାମୁଣ୍ଡି ପାହାଡ଼ରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତା ପୋଲିସ ଆଗରେ ବୟାନ ନ ଦେଇ ପରିବାର ସହ ସହର ଛାଡ଼ି…

4 years ago

ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀଙ୍କୁ ଇଡିର ନୋଟିସ

ମୁମ୍ବାଇ,୨୯।୮: ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମହାରାଷ୍ଟ୍ରର ପରିବହନ ମନ୍ତ୍ରୀ ଅନୀଲ ପରବ। ଏହାର କିଛି ଦିନ ପରେ…

4 years ago