ଜାତୀୟ

ଆୟକର ବିଭାଗ ପକ୍ଷରୁ ନୋଟିସ ପାଇ ମୁଣ୍ଡରେ ହାତ ଦେଲେ ରିକ୍ସା ଚାଳକ

ମଥୁରା,୨୫।୧୦: ଉତ୍ତରପ୍ରଦେଶର ମଥୁରାରେ ଜଣେ ରିକ୍ସା ଚାଳକଙ୍କୁ ଆୟକର (ଆଇଟି) ବିଭାଗ ପକ୍ଷରୁ ନୋଟିସ ପଠାଯାଇଛି। ନୋଟିସରେ ତାଙ୍କୁ ୩ କୋଟିରୁ ଅଧିକ ଟଙ୍କା ପରିଶୋଧ କରିବାକୁ…

5 years ago

ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ୯ ମେଡ଼ିକାଲ କଲେଜ ଉପହାର…

ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶରେ ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ୯ଟି ମେଡ଼ିକାଲ କଲେଜ ଉପହାର ଦେଇଛନ୍ତି। ଏହା…

5 years ago

ତୁଷାରପାତରେ ଆଖି ବୁଜିଲେ ୩ ପର୍ବତାରୋହୀ

ସିମଲା,୨୫।୧୦: ହିମାଚଳ ପ୍ରଦେଶର କିନ୍ନୌର ଅଞ୍ଚଳରେ ପ୍ରବଳ ତୁଷାରପାତ ଯୋଗୁ ୩ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ମହାରାଷ୍ଟ୍ରର ବୋଲି ଜଣାପଡିଛି। ଏଯାଏ ୧୦…

5 years ago

ବିଦ୍ରୋହୀ ନେତାଙ୍କ ପ୍ରତି କଂଗ୍ରେସ ସାବଧାନ, ସଦସ୍ୟତା ପତ୍ରରେ ସତ୍ୟପାଠ ସାମିଲ…

ନୂଆଦିଲ୍ଲୀ,୨୫।୧୦: ଦଳରେ ବଢୁଥିବା ବିଦ୍ରେରାହୀ ନେତାଙ୍କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ନେତାଙ୍କ ପ୍ରତି ସାବଧାନ ରହିବା ଲାଗି ଦଳର…

5 years ago

କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ…

5 years ago

‘ହାର୍ଡଶିପ୍‌ ଅଫ୍‌ ଲାଇଫ୍‌’ରେ ଯନ୍ତ୍ରଣାର ହସ

ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍‌ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼ କି…

5 years ago

ନିର୍ବାଚନ ପୂର୍ବରୁ ରାଜ୍ୟ ମାନ୍ୟତା ଫେରାଅ: ଗୁଲାମ ନବୀ

ନୂଆଦିଲ୍ଲୀ, ୨୫।୧୦: ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରକୁ ପ୍ରଥମେ ରାଜ୍ୟ ମାନ୍ୟତା ପ୍ରଦାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ରବିବାର କେନ୍ଦ୍ର ସରକାରଙ୍କୁ…

5 years ago

ତେଲ ଦର ବୃଦ୍ଧି ଟିକସ ଡକାୟତି

ନୂଆଦିଲ୍ଲୀ,୨୫।୧୦: ତେଲ ଦର ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି। ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ଯୋଗୁ ପରିବହନଜନିତ ଖର୍ଚ୍ଚ ବଢ଼ୁଥିବାରୁ ଜରୁରୀ ସାମଗ୍ରୀଗୁଡ଼ିକର ଦରଦାମ ମଧ୍ୟ…

5 years ago

୧୫ ଦିନ ଧରି ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫।୧୦: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ନଭେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ…

5 years ago

୨୯ରେ ମୋଦିଙ୍କ ଇଟାଲୀ, ବ୍ରିଟେନ ଗସ୍ତ

ନୂଆଦିଲ୍ଲୀ, ୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୫ ଦିନିଆ ଗସ୍ତରେ ଇଟାଲୀ ଓ ବ୍ରିଟେନ ଯିବେ। ଏହି ଅବସରରେ ସେ ରୋମ୍‌ରେ ଅନୁଷ୍ଠିତ ହେବାକୁ…

5 years ago