ଜାତୀୟ

ଆଧାର କାର୍ଡର ବେଆଇନ ବ୍ୟବହାର କଲେ ଦେବାକୁ ପଡ଼ିବ ୧ କୋଟି ପର୍ଯ୍ୟନ୍ତ ଜରିମାନା…

ନୂଆଦିଲ୍ଲୀ,୩।୧୧: ଆଧାର କାର୍ଡର ବେଆଇନ ବ୍ୟବହାର କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି…

5 years ago

ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ,୩।୧୧: ଉତ୍ତର ପ୍ରଦେଶର ଗାଜିପୁର ଅହରାଉଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚା’ ଦୋକାନରେ ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ ଘଟିଛି॥ ଏଥିସହ…

5 years ago

ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…

କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ…

5 years ago

ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…

ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ…

5 years ago

ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

5 years ago

‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’

ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି ଖୋର…

5 years ago

ବିମାନରେ ମିଳିବ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ

ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର ଉଦ୍ୟୋଗୀ…

5 years ago

କୋହଲିଙ୍କ ସମର୍ଥନରେ ଏମିତି ଲେଖିଲେ ରାହୁଲ

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ମଙ୍ଗଳବାର ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମର୍ଥନରେ ଟୁଇଟ୍‌ କରିଛନ୍ତି। ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଠାରୁ ଭାରତ…

5 years ago

କୋହଲିଙ୍କ ଝିଅକୁ ବଳାତ୍କାର ଧମକ : ସାଇବର ପୋଲିସକୁ ନୋଟିସ

ନୂଆଦିଲ୍ଲୀ,୨।୧୧: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପରିବାରକୁ ଧମକ ମିଳିବା ନେଇ ମିଡିଆ ରିପୋର୍ଟ ପ୍ରକାଶ ପାଇବା ପରେ ସାଇବର ପୋଲିସକୁ ନୋଟିସ କରିଛି ଦିଲ୍ଲୀ…

5 years ago

ଚାଷୀଙ୍କ ପାଇଁ ଛାଡ଼ିଥିଲେ ବିଧାୟକ ପଦ, ପୁଣି ଜିତିଲେ

ଚଣ୍ଡିଗଡ଼,୨।୧୧: ଆଇଏନ୍‌ଏଲ୍‌ଡି (ଇଣ୍ଡିଆନ ନ୍ୟାଶନାଲ ଲୋକ ଦଳ) ନେତା ଅଭୟ ଚୌତାଲା ହରିୟାଣାର ଏଲେନାବାଦ୍‌ ବିଧାନସଭା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି। ସେ ସରକାରୀ ଭାଜପା ଦଳର ଗୋବିନ୍ଦ…

5 years ago