ଶ୍ରୀନଗର,୩୦।୧୧: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ଏଲ୍ଓସି ଦେଇ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ହୋଇଛି। ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍ଆଇ ପକ୍ଷରୁ ଏନେଇ ଯୋଜନା କରାଯାଇଛି।…
ଗାନ୍ଧୀନଗର,୩୦।୧୧: ଭାଜପା ଅନୁଚ୍ଛେଦ ୩୭୦ ନାମ ଅନୁସାରେ ଏକ ସ୍ପୋର୍ଟସ୍ ଲିଗ୍ ଆରମ୍ଭ କରିବାକୁ ଯାଉଛି। ଗୁଜରାଟର ଗାନ୍ଧୀନଗରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀରେ ଏହି…
ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର ମୁଥାଙ୍ଗି ଗାଁରେ ଥିବା ମହାତ୍ମା ଜ୍ୟୋତିବା ଫୁଲେ ଗୁରୁକୁଳ ଏକ ଆବାସିକ ବିଦ୍ୟାଳୟରେ ୪୫ ଜଣ ଛାତ୍ରୀଛାତ୍ର ଓ ଜଣେ ଶିକ୍ଷକ…
ନୂଆଦିଲ୍ଲୀ,୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୩୦ ।୧୧: ନୂଆ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ଭାରତୀୟ ନୌସେନାର ମୁଖ୍ୟ ପଦ ଗ୍ରହଣ କରିଛନ୍ତି । ପୂର୍ବତନ ନୌସେନାଧ୍ୟକ୍ଷ ଆଡମିରାଲ କରମବୀର…
କୋଲକାତା,୩୦ ।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ଏହି ସମୟରେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ,…
ନୂଆଦିଲ୍ଲୀ, ୩୦ା୧୧: କରୋନା କବଳରୁ ମୁକୁଳି ବିଶ୍ୱ ସଜାଡ଼ି ହେବାକୁ ଅଣ୍ଟା ଭିଡ଼ିଲାବେଳକୁ ନୂଆ ଭାରିଆଣ୍ଟ ଓମିକ୍ରନ୍ ପୁଣି ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣର ଭୟାବହତାକୁ ଦେଖି…
ହାଇଦ୍ରାବାଦ, ୩୦ା୧୧: ସମଗ୍ର ବିଶ୍ୱକୁ ଡରାଇଥିବା କୋଭିଡ୍ ନୂଆ ଭାରିଆଣ୍ଟ ବି.୧.୧.୫୨୯ ବା ‘ଓମିକ୍ରନ’ ଦ୍ୱିତୀୟ ଲହରରେ ଆସିଥିବା ‘ଡେଲ୍ଟା’ ଭାରିଆଣ୍ଟଠାରୁ ୬ଗୁଣା ଅଧିକ ସଂକ୍ରାମକ। ମନୋକ୍ଲୋନାଲ…
ନୂଆଦିଲ୍ଲୀ,୩୦ ।୧୧: ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି । କେନ୍ଦ୍ର ସରକାରଙ୍କୁ ଘେରିବାକୁ ବିରୋଧୀ ସଜବାଜ ହେଉଛନ୍ତି । ହେଲେ ଏହି ସମୟରେ କଂଗ୍ରେସର…
ଚଣ୍ଡିଗଡ଼,୩୦ ।୧୧: ଦକ୍ଷିଣ ଆଫ୍ରିକାରୁ ଭାରତ ଫେରିଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ତାଙ୍କ ଘରକୁ…