ଜାତୀୟ

ପୀୟୁଷଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୪।୭: ରାଜ୍ୟସଭାରେ ଭାଜପା ସଂସଦୀୟ ଦଳ ନେତା ଭାବେ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ବୁଧବାର ନୂଆ ଦାୟିତ୍ୱ ଦିଆଯାଇଛି। ଥାୱରଚନ୍ଦ ଗେହଲଟଙ୍କ ବଦଳରେ ଭାଜପା ତାଙ୍କୁ ରାଜ୍ୟସଭାରେ…

5 years ago

ଏହି ଟିକାର ଗୋଟିଏ ଡୋଜ୍‌ କରୋନାକୁ ରୋକିବ!

ନୂଆଦିଲ୍ଲୀ,୧୪।୭: ବିଶ୍ୱର ସମସ୍ତ ଦେଶରେ କରୋନା ସଂକ୍ରମଣର ବୃଦ୍ଧି ମାମଲା ସ୍ବାସ୍ଥ୍ୟ ସଂଗଠନ ପାଇଁ ଚିନ୍ତାର କାରଣ ପାଲଟିଛି। ସଂକ୍ରମଣରୁ ରକ୍ଷା କରିବାରେ ଦୁଇ ମାତ୍ରା ଟିକାକରଣ…

5 years ago

ଦ୍ୱିତୀୟ ବିବାହ କରୁଥିଲେ ସ୍ବାମୀ, ହଙ୍ଗାମା କଲେ ପ୍ରଥମ ସ୍ତ୍ରୀ; ଆଉ ତା’ ପରେ…

ଡେରାଡୁନ,୧୪ା୭: ଉତ୍ତରାଖଣ୍ଡର ଉଦ୍ଦମସିଂହ ନଗରରେ ଏମିତି ଏକ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏଠାକାର ଜଣେ ଯୁବକ ଦ୍ୱିତୀୟ ବିବାହ କରୁଥିବା ବେଳେ ପ୍ରଥମ…

5 years ago

୨୦୨୪ରେ ମୋଦିଙ୍କୁ ହରାଇବା କଷ୍ଟକର

ମୁମ୍ବାଇ,୧୪।୭: ଆଜିକାଲି ମହାରାଷ୍ଟ୍ରର ରାଜନୀତିର ରଙ୍ଗ ବଦଳୁଥିବା ଜଣାପଡିଛି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିରୋଧୀଙ୍କୁ ଏକତ୍ର କରୁଥିବା ଖବର ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବୁଧବାର ଶିବସେନା…

5 years ago

କୂଅରୁ ବାହାରୁଛି ୨ ହଜାର ଟଙ୍କିଆ ନୋଟ୍‌, ଟଙ୍କା ନେବା ପାଇଁ ଭିଡ଼…

ଘାଟମପୁର,୧୪।୭: ଟଙ୍କା ପୁଣି କୂଅରୁ ବାହାରୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଉତ୍ତରପ୍ରଦେଶର ଘାଟମପୁର ଅନ୍ତର୍ଗତ ଭିତରଗାଓ୍ବଁ ଅଞ୍ଚଳର ପସେମା ଗାଁରେ…

5 years ago

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ ହଟାଇ…

5 years ago

ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ…

5 years ago

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି…

5 years ago

ବିଦ୍ୟୁତ୍‌ ଚାଲିଯିବାରୁ ଲଗାଗଲା ଜେନେରେଟର, ନବଦମ୍ପତିଙ୍କ ସହ ପରିବାରର ୬ ଜଣଙ୍କ ଜୀବନ ଗଲା

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ଚନ୍ଦ୍ରପୁର ନିକଟ ଦୁର୍ଗାପୁରରେ ଏକ ପରିବାରର ୬ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ବିଦ୍ୟୁତ୍‌ ଚାଲିଯିବାରୁ ଜେନେରେଟର ଲଗାଇ ପୂରା ପରିବାର ଶୋଇଥିଲେ। ଏହି…

5 years ago

ଦ୍ୱାରକାଧୀଶ ମନ୍ଦିର ଧ୍ୱଜା ଉପରେ ବଜ୍ରପାତ…

ଅହମଦାବାଦ,୧୪।୭: ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରକାଧୀଶ ମନ୍ଦିରର ଧ୍ୱଜା ଉପରେ ବଜ୍ରପାତ ହୋଇଛି। ମଙ୍ଗଳବାର ପ୍ରଚଣ୍ଡ ବଜ୍ରପାତ ଯୋଗୁ ଏଭଳି ଘଟିଛି। ଅପରାହ୍ନ ୨ଟା ୩୦ରେ ହୋଇଥିବା…

5 years ago