ଜାତୀୟ

ଅଟକିବନି ସିରିଏଲ୍‌ ଶୁଟିଂ

ମୁମ୍ବାଇ,୧୪।୪: ମହାରାଷ୍ଟ୍ରରେ କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ୧୫ ଦିନିଆ ଜନତା କର୍ଫ୍ୟୁ ପାଇଁ ଘୋଷଣା କରିଛନ୍ତି। ଏହି ସମୟରେ ଫିଲ୍ମ, ଟିଭି ସିରିଏଲ୍‌…

5 years ago

ମାସେ ପାଇଁ ସ୍ଥଗିତ ହେଲା ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ଭୋପାଳ,୧୪।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି…

5 years ago

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ ଅଧିକ…

5 years ago

ବେଲଗାମ୍‌ କରୋନା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବହୁ ଅଫିସର ସଂକ୍ରମିତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶରେ କରୋନା ରେକର୍ଡ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ରାଜ୍ୟରେ ଗୋଟିଏ ଦିନରେ ୧୮ହଜାରରୁ ଊର୍ଦ୍ଧ୍ୱ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ରାଜଧାନୀ ଲକ୍ଷ୍ନୌରୁ…

5 years ago

ମୁଁ ରାଜନୀତି ଛାଡିଦେବି, କାନ ଧରି ଉଠ୍‌-ବସ୍‌ ହେବେ ମୋଦି: କାହିଁକି ଏମିତି କହିଲେ ଦିଦି

କୋଲକତା,୧୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ଏବେ ରାଜନୀତି ସରଗରମ ଅଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଦ୍ୱାରା ନିଷେଧାଦେଶ ପାଳନ କରିବା ପରେ…

5 years ago

ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ…

5 years ago

କୁମ୍ଭ ମେଳାରେ କରୋନା ମାଡ: ପୁଣି ୧୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ, ୨୦ ସାଧୁସନ୍ଥ କରୋନା ପଜିଟିଭ୍‌‌‌

ଲକ୍ଷ୍ନୌ,୧୪।୪: ଦେଶରେ କରୋନା ପରିସ୍ଥିତି ପୁଣି ବିଗିଡିବାରେ ଲାଗିଛି। କୁମ୍ଭ ମେଳାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାର ପୁଣି ୧୦୦ରୁ ଅଧିକ ଶ୍ରଦ୍ଧାଳୁ ଏବଂ ୨୦…

5 years ago

ଅଖିଳେଶ କରୋନା ଆକ୍ରାନ୍ତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ସକାଳେ ଅଖିଳେଶ ଟୁଇଟ କରି ସୂଚନା…

5 years ago

ମହାରାଷ୍ଟ୍ରରେ ଜନତା କର୍ଫ୍ୟୁ

ମୁମ୍ବାଇ,୧୪ା୪: ମହାରାଷ୍ଟ୍ରରେ କରୋନା ଭୂତାଣୁର ଉଗ୍ରରୂପକୁ ଦେଖି ‘ଜନତା କର୍ଫ୍ୟୁ’ ଜାରି କରିଛନ୍ତି ଉଦ୍ଧବ ସରକାର। ମଙ୍ଗଳବାର ୬୦,୨୧୨ ସଂକ୍ରମିତ ହୋଇଥିବାବେଳେ ୨୮୧ ଜଣଙ୍କ ମୃତ୍ୟୁ ଘଟିଛି।…

5 years ago

ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। …

5 years ago