ଜାତୀୟ

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ…

5 years ago

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ ବିଳାସ…

5 years ago

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ…

5 years ago

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ…

5 years ago

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା…

5 years ago

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ…

5 years ago

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌ ମିଡିଆ…

5 years ago

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି।…

5 years ago

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ ରବିବାର…

5 years ago

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା…

5 years ago