ଜାତୀୟ

ରାମଙ୍କ ବିନା ଭାରତର କାର୍ଯ୍ୟ ଚାଲିପାରିବ ନାହିଁ: ଯୋଗୀ ଆଦିତ୍ୟନାଥ

ଗୁଆହାଟୀ,୧୭।୩:ଆସାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଏଠାରେ ଏକ ରାଲି କରୁଛନ୍ତି। ଯୋଗୀ ଆଦିତ୍ୟନାଥ ଆସାମର ହୋଜାଇରେ ରାଲି କରୁଛନ୍ତି।…

5 years ago

ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ…

5 years ago

ମିଗ୍‌-୨୧ ଦୁର୍ଘଟଣାଗ୍ରସ୍ତ: ଗ୍ରୁପ୍‌ କ୍ୟାପଟେନ୍‌ ମୃତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନାର ମିଗ୍‌-୨୧ ବାଇସନ୍‌ ଯୁଦ୍ଧ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟଭାରତର ଏକ ଏୟାରବେସ୍‌ରୁ ବିମାନଟି ଉଡ଼ାଣ ଆରମ୍ଭ କରିଥିଲା। ତେବେ ହଠାତ୍‌ ଏହା…

5 years ago

ଦିଦିଙ୍କ ନିର୍ବାଚନୀ ଥୋପ: ମାଗଣାରେ ମିଳିବ କରୋନା ଟିକା

କୋଲକାତା,୧୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ…

5 years ago

୨୫ ସହରରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦ ଜିଲାରେ…

5 years ago

ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ

ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଏହି ମର୍ମରେ…

5 years ago

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ଗାନ୍ଧୀଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ଗାନ୍ଧୀଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଦିଲୀପ ଗାନ୍ଧୀଙ୍କ କରୋନା ଯୋଗୁ ମୃତ୍ୟୁ…

5 years ago

ନୀତା ଅମ୍ବାନୀ ବିଏଚ୍‌ୟୁରେ ପ୍ରଫେସର ନିଯୁକ୍ତି ନେଇ ଦେଲେ ସଫେଇ

ନୂଆଦିଲ୍ଲୀ,୧୭।୩: ରିଲାୟନ୍ସ ଇଣ୍ଡଷ୍ଟ୍ରିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚୟୁ)ର ଗେଷ୍ଟ ପ୍ରଫେସର ନିଯୁକ୍ତି ହେବା ରିପୋର୍ଟକୁ…

5 years ago

ଅଜାନ ଶବ୍ଦରେ ଶୋଇପାରୁ ନାହାନ୍ତି କୁଳପତି: ଜିଲାପାଳଙ୍କୁ ଲେଖିଲେ ଚିଠି

ପ୍ରୟାଗରାଜ,୧୭।୩: ଉତ୍ତରପ୍ରଦେଶର ପ୍ରୟାଗରାଜ ସ୍ଥିତ ଆହ୍ଲାବାଦ୍‌ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଙ୍ଗୀତା ଶ୍ରୀବାସ୍ତବ ମସଜିଦ୍‌ରୁ ଶୁଭା ଯାଉଥିବା ଅଜାନ ଶବ୍ଦରେ ଶୋଇ ପାରୁ ନାହାନ୍ତି। ଏନେଇ…

5 years ago

ଚାଇନା ନାଗରିକଙ୍କଠାରୁ ମିଳିଲା ଭାରତୀୟ ଆଧାର କାର୍ଡ: ୨ ଗିରଫ

କୋଲକାତା,୧୭।୩: ପଶ୍ଚିମବଙ୍ଗର ସିଲିଗୁଡିି ଜିଲାରେ ପୋଲିସ ଦୁଇ ଚାଇନା ନାଗରିକଙ୍କୁ ଗିରଫ କରିଛି। ରାଜ୍ୟର ବାଗଡୋଗ୍ରା ବିମାନବନ୍ଦରରେ ଥିବା ସିଲିଗୁଡି ମହାନଗର ପୋଲିସ ଏହି ଚାଇନା ନାଗରିକଙ୍କୁ…

5 years ago