ଜାତୀୟ

ପ୍ରତି ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌

ନୂଆଦିଲ୍ଲୀ,୩୦।୬: କରୋନା କାଳରେ ମହଙ୍ଗା ମାଡ଼ ଜନତାଙ୍କୁ ଚିନ୍ତାରେ ପକାଇଦେଇଛି। ଦେଶରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଯାହାଫଳରେ…

5 years ago

କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

କୁଲଗାମ,୩୦।୬: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ଚିମର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସମସ୍ତ ଅଞ୍ଚଳକୁ…

5 years ago

ଦିଲ୍ଲୀପ କୁମାର ପୁଣି ଆଇସିୟୁରେ ଭର୍ତ୍ତି

ମୁମ୍ବାଇ,୩୦।୬: ବଲିଉଡ୍‌ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୯୮ବର୍ଷୀୟ ଅଭିନେତାଙ୍କୁ ପୁଣିଥରେ ମୁମ୍ବାଇ ଉପନଗର ଖାର ସ୍ଥିତ ହିନ୍ଦୁଜା…

5 years ago

ପୁରୁଷଙ୍କ ତୁଳନାରେ କମ୍‌ ମହିଳା ନେଉଛନ୍ତି ଟିକା

ନୂଆଦିଲ୍ଲୀ,୩୦।୬: ଭାରତରେ କରୋନା ବିରୋଧ ଲଢ଼େଇରେ ମୁଖ୍ୟ ଅସ୍ତ୍ର ଭାବେ ଥିବା ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଆରମ୍ଭ ହୋଇଛି। କିନ୍ତୁ ଜୁନ ୨୧ରୁ ଏହି ଅଭିଯାନକୁ…

5 years ago

ଗାଜିପୁର ସୀମାରେ ଭାଜପା କର୍ମକର୍ତ୍ତା-କୃଷକ ମୁହାଁମୁହିଁ

ଗାଜିଆବାଦ,୩୦।୬: ଦିଲ୍ଲୀର ଗାଜିପୁର ସୀମାରେ ଭାଜପା କର୍ମକର୍ତ୍ତା ଓ କୃଷକ ମୁହାଁମୁହିଁ। କେନ୍ଦ୍ରରେ ମୋଦି ସରକାରଙ୍କ ୩ଟି କୃଷି ଆଇନ ବିଲ୍‌ ବିରୋଧରେ ଦିଲ୍ଲୀ ସୀମାରେ ଆନ୍ଦୋଳନ…

5 years ago

୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ…

ନୂଆଦିଲ୍ଲୀ,୩୦।୬: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ କରିବାକୁୂ ଘୋଷଣା କରିଛନ୍ତି।…

5 years ago

ଗୁଗଲ-ଫେସ୍‌ବୁକ-ମାଇକ୍ରୋସଫ୍ଟର ତ୍ରୁଟି ବାହାର କରି ଆୟ କଲେ ୪୪ଲକ୍ଷ

ନୂଆଦିଲ୍ଲୀ,୩୦।୬: ପୁଣିଥରେ ଜଣେ ଭାରତୀୟ ନିଜ ଦକ୍ଷତା ଯୋଗୁ ଦେଶର ନାଁ କରିପାରିଛନ୍ତି। ମାଇକ୍ରୋସଫ୍ଟରୁ ୨୨ଲକ୍ଷ ଟଙ୍କା ଆୟ କରି ଚର୍ଚ୍ଚାରେ ରହିଥିବା ୨୦ବର୍ଷୀୟ ଅଦିତି ସିଂହ…

5 years ago

ହଠାତ୍‌ ଗାଁର ଭୂମି ଫାଟି ହେଲା ଦୁଇ ଫାଳ, ଆଉ ତା’ ପରେ…

ଭୋପାଳ,୩୦ା୬: ମଧ୍ୟପ୍ରଦେଶର ଭିଡ ଜିଲାର ଏକ ଗାଁରେ ହଠାତ୍‌ ଭୂମି ଫାଟି ୨ ଫାଳ ହୋଇଗଲା। ପ୍ରାୟ ୧ ଫୁଟ ଚଉଡ଼ା ଏବଂ ୨୦୦ ମିଟର ଲମ୍ବର…

5 years ago

କରୋନା ରୋଗୀଙ୍କ ନିକଟରେ ରେକ୍ଟାଲ୍‌ ବ୍ଲିଡିଂ ଭୟ

ନୂଆଦିଲ୍ଲୀ,୩୦।୬: ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ କରୋନା ରୋଗୀଙ୍କ ନିକଟରେ ସାଂଘାତିକ ରେକ୍ଟାଲ ବ୍ଲିଡିଂ ବିପଦ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀର ୨ଟି…

5 years ago

କେତେ ଟଙ୍କା କ୍ଷତି ପୂରଣ ଦିଆଯିବ ନିଶ୍ଚିତ କରନ୍ତୁ ସରକାର, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ..

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇ ଦେବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ…

5 years ago