ଜାତୀୟ

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ…

5 years ago

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର…

5 years ago

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ…

5 years ago

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା।…

5 years ago

ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ ପାଇଁ…

5 years ago

ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ

ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ ହୋଇଥିବାବେଳେ…

5 years ago

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା ସ୍ବାସ୍ଥ୍ୟ…

5 years ago

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି କରି…

5 years ago

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି…

5 years ago

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ…

5 years ago