ଜାତୀୟ

ମଧ୍ୟପ୍ରଦେଶ ଉପନିର୍ବାଚନ: ହାଇକୋର୍ଟଙ୍କ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୬।୧୦: ମଧ୍ୟପ୍ରଦେଶରେ ହେବାକୁ ଥିବା ଉପନିର୍ବାଚନ ନେଇ ରାଜ୍ୟ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଆଦେଶ ଉପରେ ସୁପ୍ରିମ୍‌କୋର୍ଟ ରୋକ ଲଗାଇଛନ୍ତି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ…

5 years ago

ଅଜିତ୍‌ ପଓ୍ବାରଙ୍କୁ କରୋନା

ମୁମ୍ବାଇ, ୨୬।୧୦: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ୍‌ ପଓ୍ବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ୍‌ର ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ପାଇଁ ମୁମ୍ବାଇର…

5 years ago

ଭେଣ୍ଟିଲେଟରରେ ଥିବା କଂଗ୍ରେସର ଅହଙ୍କାର ଏକ୍ସିଲେଟରରେ:ନକ୍‌ଭୀଙ୍କ କଟାକ୍ଷ

ନୂଆଦିଲ୍ଲୀ, ୨୬।୧୦: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅହଙ୍କାରରେ ବୁଡ଼ି ରହିଥିବା ନେଇ କହିଥିଲେ। ଏହାର ଉତ୍ତରରେ ଭାଜପା ପକ୍ଷରୁ ସଂଖ୍ୟାଲଘୁ…

5 years ago

ଦୁର୍ଗା ପେଣ୍ଡାଲରେ ଡ୍ୟାନ୍ସ କରି ଚର୍ଚ୍ଚାରେ ମହିଳା ଏମ୍‌ପି

କୋଲକତା,୨୬।୧୦: କରୋନା ସମୟରେ ସାରା ଦେଶରେ ସତର୍କତାର ସହିତ ଦୁର୍ଗା ପୂଜା ପାଳନ କରାଯାଉଛି। ଏଥି ସହ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାନଙ୍କ…

5 years ago

ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ

ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ…

5 years ago

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯…

5 years ago

ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବାକୁ ଯାଉଥିବା ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ଶ୍ରୀନଗର, ୨୬।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ନେଇ ରାଜ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସୋମବାର…

5 years ago

କାହାର ଇଛାରେ ନୁହେଁ ବିପଦକୁ ଦେଖି ଭାରତ ଲଢ଼ିବ ଯୁଦ୍ଧ: ଡୋଭାଲ୍‌

ହରିଦ୍ୱାର, ୨୬।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଲଗାତାର ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି।…

5 years ago

ଭାଜପା ବିଜ୍ଞାପନରେ କେବଳ ମୋଦି, ନୀତିଶ ଗାଏବ୍‌

ପାଟନା, ୨୬।୧୦: ଆସନ୍ତା ଅକ୍ଟୋବର ୨୮ରେ ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ହେବ। କିନ୍ତୁ ଏହାର ଠିକ ପୂର୍ବରୁ ଭାଜପା ଖବରକାଗଜରେ ଏକ ବିଜ୍ଞାପନ…

5 years ago

କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି କରୁଛି ଭାଜପା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୨୬।୧୦: ବିହାର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଶିବସେନାର ବାର୍ଷିକ ଦଶହରା ରାଲି ରବିବାର ଦାଦରର ସାବାର୍କ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିହାର…

5 years ago