ଜାତୀୟ

ଫିଟୁଛି ଗୁମର, ୟୁଟ୍ୟୁବର ଜ୍ୟୋତିଙ୍କର ଚାଇନା ସହ ରହିଛି କି ସମ୍ପର୍କ? ପୋଲିସ କହିଲା…

ନୂଆଦିଲ୍ଲୀ,୧୯।୫: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ହିସାର ପୋଲିସ କହିଛି ଯେ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା (ପିଆଇଓ) ତାଙ୍କୁ…

11 months ago

ପାକିସ୍ତାନ ମନ୍ତ୍ରୀଙ୍କ ସହ ରହିଛି ଶଶି ଥରୁରଙ୍କ ସମ୍ପର୍କ! ପାକ୍‌ ଖବରଦାତା କହିଲେ…

ଇସଲାମାବାଦ/ନୂଆଦିଲ୍ଲୀ,୧୯।୫: ଅପରେଶନ ସିନ୍ଦୂର ପରେ, ଭାରତ ସାରା ବିଶ୍ୱରେ ନିଜର ମତାମତ ଉପସ୍ଥାପନ କରିବା ପାଇଁ ସର୍ବଦଳୀୟ ଦଳ ଗଠନ କରିଛି। ଏଥିରେ କଂଗ୍ରେସ ଏମପି ଶଶି…

11 months ago

୫୦୦-୧୦୦୦ ନୁହେଁ ପାକିସ୍ତାନରେ ଅଛନ୍ତି ୨୪ କୋଟି ଆତଙ୍କବାଦୀ, ଖାନ ସାରଙ୍କ ବୟାନକୁ ନେଇ ପାକିସ୍ତାନ ଚିନ୍ତାରେ!

ନୂଆଦିଲ୍ଲୀ,୧୯।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନା ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୁର ଉପରେ ଖାନ ସାର୍‌ ଏକ ବଡ଼ ବୟାନ ଦେଇଛନ୍ତି। ସେ…

11 months ago

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଆତଙ୍କବାଦୀଙ୍କ ୨ ସହଯୋଗୀ ଗିରଫ

ଶ୍ରୀନଗର,୧୯।୫: ଜମ୍ମୁ କଶ୍ମୀର ଶୋପିଆନର ଡିକେ ପୋରା ଅଞ୍ଚଳରେ ଭାରତୀୟ ସେନାର 34RR SOG ଶୋପିଆନ, CRPF 178 ବାଟାଲିୟନ ଦ୍ୱାରା ଏକ ମିଳିତ ଅପରେଶନରେ ଦୁଇ…

11 months ago

୧୭ ଏମ୍‌ପିଙ୍କୁ ମିଳିବ ସାଂସଦରତ୍ନ ପୁରସ୍କାର

ନୂଆଦିଲ୍ଲୀ,୧୯ା୫ (ପି.ଟି.): କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୭ ଜଣ ସଦସ୍ୟ ଏବଂ ୨ଟି ସଂସଦୀୟ ସ୍ଥାୟୀ କମିଟିକୁ ଚଳିତ ବର୍ଷର ସାଂସଦରତ୍ନ ପୁରସ୍କାର ପାଇଁ…

11 months ago

ସମ୍ବିଧାନର ୩ ସ୍ତମ୍ଭ ସମାନ: ସିଜେଆଇ

ମୁମ୍ବାଇ,୧୯ା୫: ନ୍ୟାୟପାଳିକା କି କାର୍ଯ୍ୟପାଳିକା ନୁହେଁ, ବରଂ ଦେଶର ସମ୍ବିଧାନ ସବୁଠୁ ଉଚ୍ଚରେ। ସମ୍ବିଧାନର ୩ ସ୍ତମ୍ଭ ଏକାଠି ହୋଇ କାର୍ଯ୍ୟ କରିବା ଜରୁରୀ ବୋଲି ରବିବାର…

11 months ago

ଭାରତୀୟ ଆମ୍ବକୁ ଆମେରିକାର ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୫: ଆମେରିକା ଭାରତୀୟ ରପ୍ତାନିକାରୀଙ୍କୁ ଝଟ୍‌କା ଦେବା ଭଳି କାର୍ଯ୍ୟ କରିଛି। ଭାରତରୁ ଲସ୍‌ଏଞ୍ଜେଲ୍ସ, ସାନ୍‌ ଫ୍ରାନ୍‌ସିସ୍କୋ ଓ ଆଟଲାଣ୍ଟା ବିମାନବନ୍ଦରରେ ୧୫ କଣ୍ଟେନରରେ ପହଞ୍ଚତ୍ଥିବା ଆମ୍ବକୁ…

11 months ago

ବାଂଲାଦେଶର ଅଂଶ ହେଉଛି ଓଡ଼ିଶା? ତୁର୍କୀରେ ହେଉଛି ଷଡ଼ଯନ୍ତ୍ର…

ଢାକା, ୧୮/୫: ତୁର୍କୀ ଦ୍ୱାରା ସମର୍ଥିତ ଏକ ବାଂଲାଦେଶୀ ଇସଲାମିକ ଗୋଷ୍ଠୀ ‘ସଲତାନାତ-ଏ-ବାଂଲା’ ନାମକ ସଂଗଠନ ଏକ ବିଵାଦୀୟ ‘ଗ୍ରେଟର ବାଂଲାଦେଶ’ ମାନଚିତ୍ର ପ୍ରକାଶ କରିଛି, ଯେଉଁଥିରେ…

11 months ago

ଅପରେଶନ ସିନ୍ଦୂର ବିରୋଧରେ ପୋଷ୍ଟ କରିବା ପ୍ରଫେସରଙ୍କୁ ପଡ଼ିଲା ମହଙ୍ଗା

ସୋନିପତ୍‌,୧୮ା୫: ଭାରତୀୟ ସେନାର ଅପରେଶନ ସିନ୍ଦୂର ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଅଶୋକ ୟୁନିଭର୍ସିଟିର ରାଜନୀତି ବିଜ୍ଞାନ ମୁଖ୍ୟ ତଥା ଆସୋସିଏଟ୍‌ ପ୍ରଫେସର ଅଲି ଖାନ୍‌…

11 months ago

ଅପରେଶନ ସିନ୍ଦୂର ପରେ ପାକିସ୍ତାନ ପାଇଁ IMFର ବଡ଼ ଚେତାବନୀ: ଲଗାଇଲା ୧୧ କଡ଼ା ସର୍ତ୍ତ

ଇସଲାମାବାଦ,୧୯।୫: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନକୁ ୧ ବିଲିୟନ ଡଲାର ବେଲଆଉଟ ପ୍ୟାକେଜ ଘୋଷଣା କରିଛି। ବେଲଆଉଟ ପ୍ୟାକେଜର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ…

11 months ago