ଜାତୀୟ

କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ: ପୋଷ୍ଟାଲ ବ୍ୟାଲେଟ୍‌ ସହିତ ଇଭିଏମ୍‌

ନୂଆଦିଲ୍ଲୀ, ୨୩।୫: କଡ଼ାସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୭ତମ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବ୍ୟାଲେଟ୍‌…

5 years ago

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା ଜନାଦେଶ…

5 years ago

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ ମହାସମର…

5 years ago

ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ

ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ,…

5 years ago

ତୃତୀୟଥର ମାଉଣ୍ଟ ଏଭରେଷ୍ଟ ଆରୋହଣ କଲେ ଏହି ପର୍ବତାରୋହୀ

ହିସାର,୨୨।୫: ଆଧୁନିକ ଯୁଗରେ ଝିଅମାନେ ସବୁକ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇଛନ୍ତି। ଏହି କ୍ରମରେ ଯେଉଁଠାରେ ନିଃଶ୍ୱାସ ନେବା କଷ୍ଟକର ହୋଇପଡ଼ିଥାଏ, ସେହି ସ୍ଥାନ ଅର୍ଥାତ୍‌ ବିଶ୍ୱର ସବୁଠାରୁ…

5 years ago

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ…

5 years ago

ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା: ଯୁବକଙ୍କୁ ହରାଇବାକୁ ପଡ଼ିଲା ନିଜର ଗୁପ୍ତାଙ୍ଗ

ସାହଜାହଁ।ପୁର,୨୨।୫: ଉତ୍ତରପ୍ରଦେଶ ସାହଜହଁ।ପୁରରେ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା କରିବା। କିନ୍ନରମାନେ ତାଙ୍କର ଗୁପ୍ତାଙ୍ଗ କାଟି ଦେଇଥିବା ଜଣାପଡ଼ିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ…

5 years ago

୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ

ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି…

5 years ago

କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ…

5 years ago

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ।…

5 years ago