ନୂଆଦିଲ୍ଲୀ,୨୬ ।୧: ଗୋଟିଏ ପଟେ ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ରାଜଧାନୀ ରାଜପଥରେ ସମାରୋହକୁ ଉପଭୋଗ କରୁଛନ୍ତି ଦେଶବାସୀ । ଅନ୍ୟପଟେ…
ଲେହ,୨୬।୧: ଲଦାଖର ମାଇନସ୍ ୨୫ ଡିଗ୍ରୀ ସେଲସିୟସ୍ରେ ଭାରତ-ତିବ୍ବତ ସୀମା ପୋଲିସ ଯବାନମାନେ ୭୨ତମ ଗଣତନ୍ତ୍ର ଦିବସ ପାଳନ କରିଛନ୍ତି। ସମୁଦ୍ର ପତ୍ତନଠାରୁ ୧୭ ହଜାର ଫୁଟ…
ନୂଆଦିଲ୍ଲୀ,୨୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଓ ସ୍ୱାଧିନତା ଦିବସରେ ପଗଡି ବାନ୍ଧିବାର ପରମ୍ପରାକୁ ବଜାୟ ରଖିଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସ ଅବସରରେ…
ନୂଆଦିଲ୍ଲୀ,୨୬ ।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ…
ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ…
ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ…
ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ…
ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର…
ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ…
ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା…